ଶ୍ରୀଲୋକନାଥଙ୍କ ପୀଠରେ ପଙ୍କୋଦ୍ଧାର ଏକାଦଶୀ ନୀତି ଅନୁଷ୍ଠିତ, ଶ୍ରଦ୍ଧାଳୁଙ୍କ ସମାଗମକୁ ଦୃଷ୍ଟିରେ ପ୍ରଶାସନର ସ୍ୱତନ୍ତ୍ର ବ୍ୟବସ୍ଥା
ଶ୍ରୀଲୋକନାଥଙ୍କ ପୀଠରେ ପଙ୍କୋଦ୍ଧାର ଏକାଦଶୀ ନୀତି ଅନୁଷ୍ଠିତ ହୋଇଛି। ଶ୍ରଦ୍ଧାଳୁଙ୍କ ସମାଗମକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାରିକେଡ୍ ବ୍ୟବସ୍ଥା କରାଯାଇଛି । ରାତ୍ର ୧୨ଟାରୁ ଦ୍ୱାର ଫିଟାଯାଇ ଭୋର ୪ଟାରୁ ପଙ୍କୋଦ୍ଧାର କରାଯାଇଛି। ଆଜିଠାରୁ ମହାଶିବରାତ୍ରି ଯାଏଁ ୩ ଦିନ ଧରି ଜଳିବ ଜଗତମଙ୍ଗଳ ଦୀପ ।













Click it and Unblock the Notifications