ଭାରତୀୟ ହକି ଖେଳାଳିଙ୍କ ପାଇଁ ପୁରସ୍କାର ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଅମିତ ରୋହିଦାସଙ୍କୁ ମିଳିବ ୪ କୋଟି

ଭାରତୀୟ ହକି ଖେଳାଳିଙ୍କ ପାଇଁ ପୁରସ୍କାର ଘୋଷଣା କଲେ ଓଡିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

Mohan Charan Majhi

ପ୍ରତ୍ୟେକ ଖେଳାଳିଙ୍କୁ ୧୫ ଲକ୍ଷ ଓ ସପୋର୍ଟ ଷ୍ଟାଫଙ୍କୁ ମିଳିବ ୧୦ ଲକ୍ଷ ଟଙ୍କା । ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସ୍ୱତନ୍ତ୍ର ଭାବେ ମିଳିବ ୪ କୋଟି ଟଙ୍କା । ଏହାସହ ହକି ଖେଳାଳିଙ୍କୁ ଶୁଭେଚ୍ଛା ଜଣାଇବା ସହ ଓଡିଶା ଆସିବାକୁ କଲେ ନିମନ୍ତ୍ରଣ ।

ଆଜି ଭାରତୀୟ ହକି ଟିମ ଅଲିମ୍ପିକ୍ସରେ ଜିତିଲା ବ୍ରୋଞ୍ଜ ପଦକ ଜିତିଛି । ସ୍ପେନକୁ ୨-୧ ଗୋଲରେ ହରାଇ ଭାରତ ଏହି ସଫଳତା ହାସଲ କରିଛି । ଟୋକିଓ ପରେ ପ୍ୟାରିସ ଅଲମ୍ପିକ୍ସରେ ବି ଭାରତ ବ୍ରୋଞ୍ଜ ପଦକ ଜିତିଛି । ଲଗାତାର ଦୁଇଟି ଅଲିମ୍ପିକ୍ସରେ ଭାରତୀୟ ହକି ବ୍ରୋଞ୍ଜ ପଦକ ଜିତିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+