Parliament Monsoon Session: ୨୧ରୁ ସଂସଦର ମୌସୁମି ଅଧିବେଶନ

ଚଳିତମାସ ୨୧ରୁ ସଂସଦର ମୌସୁମି ଅଧିବେଶନ ଆରମ୍ଭ ହେବ ବୋଲି ସଂସଦୀୟ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁ ବୁଧବାର ସୂଚନା ଦେଇଛନ୍ତି। ଅଗଷ୍ଟ ୨୧ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ଅଧିବେଶନକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଅନୁମୋଦନ କରିଛନ୍ତି। ତେବେ ସ୍ବାଧୀନତା ଦିବସ ପାଳନ ପରିପ୍ରେକ୍ଷୀରେ ଅଗଷ୍ଟ ୧୩ ଓ ୧୪, ଦୁଇଦିନ କୌଣସି ଅଧିବେଶନ ଅନୁଷ୍ଠିତ ହେବ ନାହିଁ ବୋଲି ରିଜିଜୁ ସ୍ପଷ୍ଟ କରିଛନ୍ତି। ପୂର୍ବରୁ ମୌସୁମି ଅଧିବେଶନ ଅଗଷ୍ଟ ୧୨ ପର୍ଯ୍ୟନ୍ତ ଚାଲିବ ବୋଲି ସ୍ଥିର ହୋଇଥିଲା। ବର୍ତ୍ତମାନ ଏହା ଆଉ ନଅ ଦିନ ବୃଦ୍ଧି କରାଯାଇଛି।

Monsoon session of Parliament from 21st july
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+