ଦିନେ ୨ ଦିନ ମଧ୍ୟରେ ଓଡ଼ିଶାରେ ଦଳର ରାଜ୍ୟସଭା ପ୍ରାର୍ଥୀ ଚୂଡ଼ାନ୍ତ ହେବେ; ବିଜୟପାଲ ସିଂ ତୋମାର
ରାଜ୍ୟ ସଭା ନିର୍ବାଚନ ପାଇଁ ଖୁବ୍ଶୀଘ୍ର ପ୍ରାର୍ଥୀ ଘୋଷଣା କରିବ ଭାଜପା। ଏନେଇ ସୂଚନା ଦେଇଛନ୍ତି ଭାଜପା ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର। ସେ କହିଛନ୍ତି, ଆଜି କିମ୍ବା କାଲି ଭିତରେ ସଂସଦୀୟ ବୋର୍ଡ ବୈଠକ ବସିବ। କିଏ ରାଜ୍ୟ ସଭା ଯିବ ବୈଠକରେ ନିଷ୍ପତ୍ତି ହେବ।

କୋର୍ କମିଟି ବୈଠକରେ ହୋଇଥିବା ନିଷ୍ପତ୍ତି ସଂସଦୀୟ ବୋର୍ଡକୁ ପଠାଯାଇଛି। ଶେଷ ନିଷ୍ପତ୍ତି ସଂସଦୀୟ ବୋର୍ଡ ନେବ। ତେବେ ଏହି ଦିନେ ଦୁଇ ଦିନ ଭିତରେ ନାଁ ଘୋଷଣା ହୋଇପାରେ ବୋଲି ତୋମାର କହିଛନ୍ତି।
More From
-
APSEZ ର ବଡ଼ ସଫଳତା: 500 ମିଲିୟନ୍ ଟନ୍ କାର୍ଗୋ ହ୍ୟାଣ୍ଡଲିଂ ସୀମା ଅତିକ୍ରମ -
Adani Ports ର ବଡ଼ ରେକର୍ଡ: 500 ମିଲିୟନ୍ ଟନ୍ କାର୍ଗୋ ପାର, 2030 ମଧ୍ୟରେ 1 ବିଲିୟନ୍ ଟନ୍ ଲକ୍ଷ୍ୟ -
IPL-2026 : କୋଲକାତାକୁ ଭେଟିବ ହାଇଦ୍ରାବାଦ୍ : ପ୍ରଥମ ବିଜୟ ଲକ୍ଷ୍ୟରେ ଉଭୟ ଟିମ୍ -
ଶନିବାର ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ, ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଲାଗିପାରେ ମୋହର -
IPL 2026: ପଞ୍ଜାବର ଦ୍ବିତୀୟ ବିଜୟ, ଧୋନୀଙ୍କ ଅନୁପସ୍ଥିତିରେ ପୁଣି ହାରିଲା CSK







Click it and Unblock the Notifications