ଟ୍ରକ୍‌କୁ ଧକ୍କା ଦେଲା ଯାତ୍ରୀବାହୀ ବସ୍‌: ୩୦ ଯାତ୍ରୀ ଆହତ

ଟ୍ରକ୍‌କୁ ପଛପଟୁ ଧକ୍କା ଦେଲା ବସ୍‌ । ୩୦ ଜଣ ଯାତ୍ରୀ ଆହତ ହୋଇଛନ୍ତି । ଭୁବନେଶ୍ବରରୁ କୋଲକତା ଅଭିମୁଖେ ଯାଉଥିବା ବେଳେ ଏନ୍‌ଏଚ୍‌-୬୦ ବସ୍ତା ଥାନା ଜୁଣବଳଦା ନିକଟରେ ଏପରି ଦୁର୍ଘଟଣା ଘଟିଛି । ସମସ୍ତ ଆହତ ବାଲେଶ୍ବର ମେଡିକାଲ୍‌ରେ ଚିକିତ୍ସିତ ହେଉଛନ୍ତି ।

ସୂଚନା ଅନୁସାରେ ୬୦ ନମ୍ବର ଜାତୀୟ ରାଜପଥ ବସ୍ତା ଥାନା ଜୁଣବଳଦା ନିକଟରେ ବିଳମ୍ବିତ ରାତ୍ରିରେ ଟ୍ରକକୁ ପଛପଟୁ ଧକ୍କା ଦେଇଥିଲା ଯାତ୍ରୀବାହୀ ବସ୍ । ଏଥିରେ ୩୦ ଜଣ ଯାତ୍ରୀ ଗୁରୁତର ହୋଇଥିବା ବେଳେ ସେମାନଙ୍କୁ ବାଲେଶ୍ବର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି ।

Passenger bus hits truck 30 passengers injured

୫୦ରୁ ଅଧିକ ଯାତ୍ରୀ ନେଇ ଭୁବନେଶ୍ୱରରୁ କଲିକତା ଅଭିମୁଖେ ଯାଉଥିଲା ଦାସ ଏଣ୍ଡ ଦାସ ନାମକ ଘରୋଇ ଯାତ୍ରୀବାହୀ ବସ୍ । ଜୁଣବଳଦା ନିକଟରେ ଛିଡ଼ା ହୋଇଥିବା କୋଇଲା ବୋଝେଇ ଟ୍ରକକୁ ପଛପଟୁ ଧକ୍କା ଦେଇଥିଲା । ଫଳରେ ବସର ଆଗ ପଟ ସମ୍ପୂର୍ଣ୍ଣ ନଷ୍ଟ ହୋଇ ଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+