ପୁଣି ଗ୍ରାସିଲା ଭୂତାଣୁ ଭୟ, ଏଣିକି ଭୁବନେଶ୍ୱର ବିମାନ ବନ୍ଦରରେ ହେବ ଯାତ୍ରୀଙ୍କ ସ୍କ୍ରିନିଂ
ଭୁବନେଶ୍ୱର ବିମାନ ବନ୍ଦରରେ ଏକ ଟେଷ୍ଟିଂ ସେଣ୍ଟର କରାଯିବ । ସ୍କ୍ରିନିଂ ସମୟରେ ଯଦି କିଛି ଲକ୍ଷଣ ଦେଖାଯାଏ, ତେବେ ତାଙ୍କର ଟେଷ୍ଟିଂ ବାଧ୍ୟତାମୂଳକ କରାଯିବ ବୋଲି କହିଛନ୍ତି ବିଏମସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ ।
ଭୁବନେଶ୍ବର: ଦେଶରେ ପୁଣି ଦେଖାଇ ଦେଇଛି କରୋନା ମହାମାରୀର ନୂଆ ଷ୍ଟ୍ରେନ । ପଡୋଶି ରାଜ୍ୟମାନଙ୍କରେ ସଂକ୍ରମଣ ଦେଖା ଦେଇଥିବା ବେଳେ ସର୍ତକ ହେଲେଣି ରାଜ୍ୟ ସରକାର । ଏଣିକି ରାଜ୍ୟ ବାହାରୁ ଆସୁଥିବା ଯାତ୍ରୀଙ୍କ ହେବ ସ୍କ୍ରିନିଂ । ଭୁବନେଶ୍ୱର ବିମାନ ବନ୍ଦରରେ ଏକ ଟେଷ୍ଟିଂ ସେଣ୍ଟର କରାଯିବ । ସ୍କ୍ରିନିଂ ସମୟରେ ଯଦି କିଛି ଲକ୍ଷଣ ଦେଖାଯାଏ, ତେବେ ତାଙ୍କର ଟେଷ୍ଟିଂ ବାଧ୍ୟତାମୂଳକ କରାଯିବ ବୋଲି କହିଛନ୍ତି ବିଏମସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ ।

ସେ ଆହୁରି ମଧ୍ୟ କହିଛନ୍ତି ଯେ, 'ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ପଜିଟିଭ ସଂଖ୍ୟାରେ ବିଶେଷ ବୃଦ୍ଧି ହୋଇନାହିଁ, ପୂର୍ବମାସ ଭଳି ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ସେମିତି କିଛି ଅସ୍ଥିରତା ଦେଖା ଯାଇନାହିଁ । ଏବେ ସତର୍କତା ପଦକ୍ଷେପ ନିଆଯାଉଛି, ଏନ୍ଫୋର୍ସମେଣ୍ଟ କାର୍ଯ୍ୟକ୍ରମକୁ ବୃଦ୍ଧି କରାଯାଇଛି ଏବଂ ଆକ୍ରାନ୍ତମାନଙ୍କର ପୂର୍ବଭଳି କଣ୍ଟାକ୍ଟ ଟ୍ରେସିଙ୍ଗ, ଡିଟେଲ କଣ୍ଟାକ୍ଟ ଟ୍ରେସିଙ୍ଗ କାଲିଠାରୁ କରାଯାଉଛି । ଟେଷ୍ଟିଂ ସଂଖ୍ୟା ବଢ଼ାଇବା ପାଇଁ ଚେଷ୍ଟା ଜାରି ରହିଛି, ଯେଉଁ ଅଞ୍ଚଳରୁ ଅଧିକ ପଜିଟିଭ ବାହାରୁଛନ୍ତି ସେ ଅଞ୍ଚଳରେ ଅଧିକ ସଂଖ୍ୟାରେ ଟେଷ୍ଟିଂ କରିବାକୁ ଚେଷ୍ଟା ଚାଲିଛି ।
-
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ ;ମୁହାଁମୁହିଁ ହେବେ ଶକ୍ତିଶାଳୀ ଭାରତ ଓ ନ୍ୟୁଜିଲାଣ୍ଡ -
ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ରେ ତ୍ରୁଟି ଅଭିଯୋଗ; ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ବିସ୍ତୃତ ରିପୋର୍ଟ ଦେବାକୁ କେନ୍ଦ୍ରର କଡ଼ା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ପ୍ରତିଦିନ ଖାଆନ୍ତୁ ଗଜାମୁଗ, ସ୍ୱାସ୍ଥ୍ୟରେ.... -
ଇସ୍ରାଏଲକୁ ୧୨ ହଜାର ବୋମା ବିକିବ ଆମେରିକା, ମିଳିଲା ମଞ୍ଜୁରୀ











Click it and Unblock the Notifications