ଗଜପତି ମହାରାଜାଙ୍କ ଭାଇ ଥାଟରାଜା ରଣାର୍ଣ୍ଣବ ଦେବଙ୍କ ପରଲୋକ

ପୁରୀର ଥାଟରାଜା ରଣାର୍ଣ୍ଣବ ଦେବଙ୍କ ଦେହାନ୍ତ। ୬୭ ବର୍ଷ ବୟସରେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । ଅସୁସ୍ଥତା ଯୋଗୁଁ ଗତ ବିଳମ୍ବିତ ରାତିରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି ।

Thattaraja Ranarnav Dev

ରବିବାର ରାତିରେ ପୁରୀର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ଵାସ ତ୍ୟାଗ କରିଛନ୍ତି । ସେ ଦୀର୍ଘ ବର୍ଷ ହେବ ମାମୁଁଘର ନୀଳଗିରିରେ ରହି ଆସୁଥିଲା । ରାଜକୀୟ ପରମ୍ପରା ଅନୁଯାୟୀ ରଣାର୍ଣ୍ଣବଙ୍କ ଶେଷକୃତ୍ୟ ସମ୍ପନ୍ନ କରାଯିବା ନେଇ ସୂଚନା ମିଳିଛି । ତାଙ୍କ ମୃତ୍ୟୁ ପରେ ନୀଳଗିରି ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+