ଦୁଲୁକିଲା ରାଜଧାନୀ, ଆରମ୍ଭ ହେଲା ପଥ ଉତ୍ସବ

ଭୁବନେଶ୍ୱର: ଶୀତୁଆ ସକାଳରେ ଦୁଲୁକିଲା ରାଜଧାନୀ । ଆରମ୍ଭ ହେଲା ପଥ ଉତ୍ସବ । ମାଷ୍ଟରକ୍ୟାଣ୍ଟିନ ଛକରୁ ରାମ ମନ୍ଦିର ଯାଏଁ ଜମିଛି ଭିଡ଼ ।

ସକାଳ 6.30 ରୁ ଆରମ୍ଭ ହୋଇ 9.30 ପର୍ଯ୍ୟନ୍ତ ଏହି କାର୍ଯ୍ୟକ୍ରମ ଚାଲିବ । ମାଷ୍ଟର କ୍ୟାଟିନ ଛକରୁ ରାମ ମନ୍ଦିର ମଧ୍ୟରେ ଅନୁଷ୍ଠିତ ବିଭିନ୍ନ ସ୍ଥାନରେ ଭିନ୍ନ ଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି । ମାଷ୍ଟରକ୍ୟାଣ୍ଟିନ ଠାରେ ମୁଖ୍ୟମଞ୍ଚ ରହିଥିବା ବେଳେ ରାମମନ୍ଦିର ନିକଟରେ ଦ୍ଵିତୀୟ ମଞ୍ଚ କରାଯାଇଛି ।

Patha utshav

ନାଚ, ଗୀତ, ଝୋଟି, ଯୋଗ, ସ୍କେଟିଂ, ସାଇକେଲିଂ, ବାସ୍କେଟ ବଲ, ଲୁଡୁ, କୁଇଜ୍ କମ୍ପିଟିସନ, ରଙ୍ଗୋଲୀ, ମ୍ୟାଜିକ ଶୋ, କ୍ଲେ ଆର୍ଟ, ଫେସ୍ ପେଣ୍ଟିଂ, ଜୁମ୍ବା ଆଦି ବିଭିନ୍ନ କାର୍ଯ୍ୟକ୍ରମ କରଯାଉଛି । ପଥୋତ୍ସବକୁ ପରିଚାଳନା କରିବାକୁ ବିଭିନ୍ନ ଅଧିକାରୀଙ୍କୁ ଦାୟିତ୍ବ ଦିଆଯାଇଛି ।

ଏଥିରେ ଅଂଶଗ୍ରହଣ କରିବାକୁ ବିଭିନ୍ନ ସ୍କୁଲ, କଲେଜ, କ୍ରୀଡା ସଂଗଠନ, କଳାକାର, ଏଏସଏଚଜି ପ୍ରମୁଖଙ୍କୁ ଆମନ୍ତ୍ରଣ କରାଯାଇଛି । ଚଳିତବର୍ଷ 3ଟି ଜୋନରେ ପଥୋତ୍ସବ ଅନୁଷ୍ଠିତ ହେବ । ଆଜି ଦକ୍ଷିଣ-ପଶ୍ଚିମ ଜୋନ, ଜାନୁଆରୀ 7 ଏବଂ 21 ରେ ଅନ୍ୟ ଦୁଇଟି ଜୋନରେ ଅନୁଷ୍ଠିତ ହେବ ବୋଲି କହିଛନ୍ତି କମିଶନର ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+