ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ପଡ଼ିଲେ ପିଇଓ
ଲାଞ୍ଚ ନେବାବେଳେ ବ୍ଲକ କର୍ମଚାରୀଙ୍କୁ ଧରିଲା ଭିଜିଲାନ୍ସ । ଟାଙ୍ଗୀ ଚୌଦ୍ୱାର ବ୍ଲକ କର୍ମଚାରୀ ଭାରତ ଭୂଷଣ ମିଶ୍ର । ୫ ହଜାର ଟଙ୍କା ଲାଞ୍ଚ ନେବାବେଳେ ମାଡି ବସିଲା ଭିଜିଲାନ୍ସ ।

ଭଟିମୁଣ୍ଡା ଗ୍ରାମ ପଞ୍ଚାୟତ ପିଇଓ ଅଛନ୍ତି ଭାରତ । ଜଣେ ମେକାନିକଙ୍କ ବକେୟା ଦରମା ଦେବାକୁ ମାଗିଥିଲେ ଲାଞ୍ଚ। ଟ୍ରାପ ପରେ ଆୟ ବର୍ହିଭୁତ ସମ୍ପତ୍ତି ଯାଞ୍ଚ କରୁଛି ଭିଜିଲାନ୍ସ ।












Click it and Unblock the Notifications