ଜଣ୍ଡିସ ହୋଇଥିବା ଲୋକଙ୍କୁ ମହାପ୍ରଭୁଙ୍କ ଲୀଳା ରାଜନୀତି ପରି ଲାଗୁଛି, ଆଇନ ମନ୍ତ୍ରୀ

ବିରୋଧୀଙ୍କ ସମାଲୋଚନାର ଜବାବ ରଖିଲେ ଆଇନ ମନ୍ତ୍ରୀ । ବିରୋଧୀ କୁତ୍ସିତ ରାଜନୀତି କରୁଛନ୍ତି କହିଲେ ଆଇନ ମନ୍ତ୍ରୀ। ଜଣ୍ଡିସ ହୋଇଥିବା ଲୋକଙ୍କୁ ମହାପ୍ରଭୁଙ୍କ ଲୀଳା ରାଜନୀତି ପରି ଲାଗୁଛି' । ଅତୀତରେ ସେମାନେ ତ୍ରୁଟି କରି ମହାପ୍ରଭୁଙ୍କୁ ଅପମାନିତ କରିଛନ୍ତି ।
ମୋ ଦେଖିବାରେ ୧୯୭୭ ଠାରୁ ଆଜି ଯାଏଁ ପ୍ରଥମ ଦିନରେ ରଥ ପହଞ୍ଚିନି। ଅଧିକାଂଶ ବର୍ଷ ରଥ ଦ୍ବିତୀୟ ଦିନରେ ଗୁଣ୍ଡିଚା ମନ୍ଦିରରେ ପହଞ୍ଚିଥାନ୍ତି । ଯେଉଁମାନେ ରାଜନୀତି କରୁଛନ୍ତି, ଆଜି ନ ହେଲେ କାଲି ଭୋଗିବେ ।

pruthiraj harichandan
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+