ରାଜ୍ୟରେ ବଢ଼ିଛି ଚାଷୀଙ୍କ ମୁଣ୍ଡ ପିଛା ଆୟ

ରାଜ୍ୟରେ ବଢ଼ିଛି ଚାଷୀଙ୍କ ମୁଣ୍ଡ ପିଛା ଆୟ । ଧାନ କ୍ବିଣ୍ଟାଲ ପିଛା ୩୧୦୦ ଟଙ୍କା ଦିଆଯାଉଛି ।ଏଥିପାଇଁ ସମୃଦ୍ଧ କୃଷକ ଯୋଜନାରେ ୬ ହଜାର କୋଟି ଟଙ୍କା ବ୍ୟୟ । ସିଏମ୍ କିଷାନ ଯୋଜନାରେ ଆୟ ବୃଦ୍ଧି ପାଇଁ ୨୦୨୦ କୋଟି ବ୍ୟୟ ହୋଇଛି । ଫଳରେ ଚାଷୀ ପରିବାରର ମୁଣ୍ଡ ପିଛା ଆୟ ଯଥେଷ୍ଟ ବୃଦ୍ଧି ପାଇଛି । ରାଜ୍ୟରେ ତିନି ଗୁଣା ବଢ଼ିଛି ଫସଲ ଉତ୍ପାଦନ । ୨୦୦୦-୦୧ରେ ଥିଲା ୫୫.୩୫ ଲକ୍ଷ ମେଟ୍ରିକ ଟନ୍। ୨୦୨୪-୨୫ରେ ୧୫୦ ଲକ୍ଷ ମେଟ୍ରିକ ଟନ୍ ଫସଲ ଉତ୍ପାଦନ।

increased
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+