ଭୁବନେଶ୍ୱର ଓ କଟକରେ ୨ ଘଣ୍ଟା ବାଣ ଫୁଟାଇବା ପାଇଁ ଅନୁମତି: କମିଶନରେଟ୍ ପୋଲିସ ଭୁବନେଶ୍ୱର-କଟକ ପକ୍ଷରୁ ନିର୍ଦ୍ଦେଶ

ଭୁବନେଶ୍ୱର ଓ କଟକରେ ୨ ଘଣ୍ଟା ବାଣ ଫୁଟାଇବା ପାଇଁ ଅନୁମତି । ଆଜି ସଂଧ୍ୟା ୭ରୁ ରାତି ୯ଟା ଯାଏଁ ୨ ଘଣ୍ଟା ବାଣଫୁଟି ପାରିବ । କମିଶନରେଟ୍ ପୋଲିସ, ଭୁବନେଶ୍ୱର-କଟକ ପକ୍ଷରୁ ନିର୍ଦ୍ଦେଶ। ଉଚ୍ଚ ଶଦ୍ଦ ସଂପନ୍ନ ବାଣ ଫୁଟାଇଲେ କଡା କାର୍ଯ୍ୟାନୁଷ୍ଠାନ ହେବ।

ସବୁଜ ବାଣ ଫୁଟାଇବା ପାଇଁ ଜନସାଧାରଣଙ୍କୁ ପୋଲିସର ଅନୁରୋଧ ।ମଦ ପିଇ ଗାଡ଼ି ଚଳାଇଲେ ଚାଳକ ଅଟକ ସହ ଗାଡ଼ି ଜବତ ହେବ। ସବୁ ଥାନାରେ ପାଟ୍ରୋଲିଂ ଭ୍ୟାନ୍ ଆଲର୍ଟ ପାଇଁ ନିର୍ଦ୍ଦେଶନାମା ଜାରି ।ବେଆଇନ୍ ବାଣ ବିକ୍ରି କଲେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ହସ୍ପିଟାଲ୍, ଶିକ୍ଷାନୁଷ୍ଠାନ, କୋର୍ଟ ଓ ମନ୍ଦିର ପାଖରେ ବାଣ ଫୁଟାକୁ ବାରଣ।

Permission for crackers 2 hours in Bhubaneswar and Cuttack

ଖୋଲା ଜାଗାରେ ସବୁଜ ବାଣ ଫୁଟାଇବା ପାଇଁ ବିଶେଷ ଅନୁରୋଧ । ଚାଳଘର, ଦୋକାନ, ରାସ୍ତା ଓ ଯାତାୟାତ ସ୍ଥାନରେ ବାଣ ନ ଫୁଟାଇବାକୁ ନିର୍ଦ୍ଦେଶ । ୧୦ରୁ କମ୍ ବୟସର ପିଲା ଶବ୍ଦ-ସୃଷ୍ଟି କରୁଥିବା ବାଣ ଫୁଟାଇପାରିବେ ନାହିଁ । ସବୁ ସ୍ଥାନ ଉପରେ ପୋଲିସର କଡ଼ା ନଜର, ଖିଲାପ କଲେ କାର୍ଯ୍ୟାନୁଷ୍ଠାନ। କାଳୀପୂଜା ଥିବାରୁ ପୂଜା ମଣ୍ଡପ ଓ ସମ୍ବେଦନଶୀଳ ସ୍ଥାନରେ ପୋଲିସ ମୁତୟନ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+