ୟଶ : ଆନନ୍ଦପୁରରେ ଜଣେ ମୃତ, ଜଣେ ଗୁରୁତର
ବାତ୍ୟା ୟାସ୍ ପ୍ରଭାବରେ ଆନନ୍ଦପୁର ବ୍ଲକ୍ ପଞ୍ଚୁପଲ୍ଲୀ ଗ୍ରାମରେ ଜଣଙ୍କର ମୃତ୍ୟୁ ଘଟିଥିବା ମିଡିଆରେ ରିପୋର୍ଟରେ ଜଣାପଡିଛି । ସେହିପରି ଘରେ ଶୋଇଥିବା ସମୟରେ ଗଛପଡି ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି ।
ବୁଧବାର ସକାଳୁ 9ଟାରେ ସ୍ଥଳଭାଗ ଛୁଇଁଥିଲା ବାତ୍ୟା ୟଶ । ଧାମରାରେ ଲ୍ୟାଣ୍ଡଫଲ ପ୍ରକ୍ରିୟା ଶେଷ ହେବା ପରେ ମୟୁରଭଞ୍ଜ ଆଡକୁ ଗତି କରିଥିଲା ୟଶ । ବାତ୍ୟା ପରେ ପୁନରୁଦ୍ଧାର କାର୍ଯ୍ୟକୁ ଯୋରଦାର୍ କରିଛନ୍ତି ରାଜ୍ୟ ସରକାର । ଏହିଭିତରେ ବେଳକୁ ବେଳ ଆସୁଛି ବାତ୍ୟା ୟଶ ସମୟରେ ମୃତହାତଙ୍କ ସଂଖ୍ୟା ।

ବାତ୍ୟା ୟାସ୍ ପ୍ରଭାବରେ ଆନନ୍ଦପୁର ବ୍ଲକ୍ ପଞ୍ଚୁପଲ୍ଲୀ ଗ୍ରାମରେ ଜଣଙ୍କର ମୃତ୍ୟୁ ଘଟିଥିବା ମିଡିଆରେ ରିପୋର୍ଟରେ ଜଣାପଡିଛି । ସେହିପରି ଘରେ ଶୋଇଥିବା ସମୟରେ ଗଛପଡି ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି । ଆହତ ଜଣଙ୍କ ପୌରାଞ୍ଚଳ 5 ନଂ ଓ୍ବାର୍ଡର ଘନଶ୍ୟାମ ବେହେରା ବୋଲି ଜଣାପଡିଛି । ତାଙ୍କୁ ଆନନ୍ଦପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ପରିବାର ଲୋକେ ତାଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି । ସେହିପରି ବାଲେଶ୍ୱରରେ ମଧ୍ୟ ଆଶ୍ରୟସ୍ଥଳୀ ଯୋରଜବରଦସ୍ତ ଛାଡି ଆସୁଥିବା ବେଳେ ଗଛ ପଡି ଜଣଙ୍କର ମୃତ୍ୟୁ ହୋଇଥିବା ଏସଆରସି ସୂଚନା ଦେଇଛନ୍ତି ।
More From
-
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ବାଚସ୍ପତିଙ୍କ ବିପକ୍ଷରେ ବିରୋଧୀଙ୍କ ଅବିଶ୍ୱାସ ପ୍ରସ୍ତାବ ଖାରଜ -
ଓଡ଼ିଶାର ଏହି ୯ଟି ଷ୍ଟେସନ ଦେଇ ଚାଲିବ ଅମୃତ ଭାରତ ଟ୍ରେନ୍ -
ଗ୍ୟାସ ସଙ୍କଟକୁ ଏଡାଇବା ପାଇଁ କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି; ଲାଗୁ କଲେ ESMA ଆଇନ -
ମଧ୍ୟପ୍ରାଚ୍ୟରେ ଲକ୍ଷ ଲକ୍ଷ ଫସିଛନ୍ତି ଓଡ଼ିଆ, ଫେରାଇ ଆଣିବାର ଅନୁରୋଧ କଲେ ନବୀନ -
ମହାରାଷ୍ଟ୍ର ରାଜ୍ୟସଭା ନିର୍ବାଚନ; ୨୬ ନେତା ନିର୍ଦ୍ୱନ୍ଦ୍ୱରେ ବିଜୟୀ -
ଡାଇବେଟିସରେ ରୋଗୀ ଭାତ ଖାଇବା ଉଚିତ୍ ନା ନୁହେଁ, ଜାଣନ୍ତୁ ଏନେଇ....











Click it and Unblock the Notifications