ଆଜିଠାରୁ ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ବିକ୍ରି ହେବନି; ରାସ୍ତାଘାଟରେ ପ୍ଲାଷ୍ଟିକ୍‌ ବୋତଲରେ ପେଟ୍ରୋଲ ବିକିଲେ କାର୍ଯ୍ୟାନୁଷ୍ଠାନ

ଆଜିଠାରୁ ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ବିକ୍ରି ହୋଇପାରିବ ନାହିଁ । ରାସ୍ତାଘାଟରେ ପ୍ଲାଷ୍ଟିକ୍‌ ବୋତଲରେ ପେଟ୍ରୋଲ ବିକିଲେ କାର୍ଯ୍ୟାନୁଷ୍ଠାନ । ପେଟ୍ରୋଲ ପମ୍ପ୍‌ ସଂଘ ସହ ବୈଠକ ପରେ ଯୋଗାଣ ମନ୍ତ୍ରୀଙ୍କ ସୂଚନା । ବାହାରେ ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ବିକ୍ରି କଲେ କାର୍ଯ୍ୟାନୁଷ୍ଠାନ । କାଚ ଓ ଟିଣ ବୋତଲରେ ପେଟ୍ରୋଲ ବିକ୍ରି ପାଇଁ ଅନୁମତି । ଆଜିଠାରୁ ବିଭିନ୍ନ ପେଟ୍ରୋଲ ପମ୍ପ୍‌ରେ ଯାଞ୍ଚ- କୃଷ୍ଣଚନ୍ଦ୍ର ପାତ୍ର । ସମସ୍ତ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ହୋଇଥିବା କହିଲେ ମନ୍ତ୍ରୀ ।

Petrol will not be sold in plastic bottles from today
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+