Get Updates
Get notified of breaking news, exclusive insights, and must-see stories!

ବର୍ଷ ଆରମ୍ଭରୁ ଶ୍ରୀମନ୍ଦିର ଭିତର ଫଟୋ ପୁଣି ସାମାଜିକ ଗଣମାଧ୍ୟମରେ ପ୍ରଘଟ

ବର୍ଷ ଆରମ୍ଭରୁ ଶ୍ରୀମନ୍ଦିର ଭିତର ଫଟୋ ପୁଣି ସାମାଜିକ ଗଣମାଧ୍ୟମରେ ପ୍ରଘଟ ହୋଇଛି। ମୋହିତ ନାମକ ଜଣେ ବ୍ୟକ୍ତି ଶ୍ରୀମନ୍ଦିର ଆନନ୍ଦ ବଜାର ଫଟୋ ନିଜ ଇନଷ୍ଟାଗ୍ରାମ୍ ଆଇଡିରେ ଅପଲୋଡ଼ କରି ପ୍ରଘଟ କରିଥିବା ଜଣାପଡ଼ିଛି। ଶ୍ରୀମନ୍ଦିର ଆନନ୍ଦ ବଜାର ନିକଟରେ ଛିଡ଼ା ହୋଇ ଯୁବକଜଣକ ଫଟୋ ଉଠାଇଥିବା ଅନୁମାନ କରାଯାଉଛି।

ଫଟୋ ପ୍ରଘଟ ଘଟଣାକୁ ନେଇ ଜିଲା ଆରକ୍ଷୀ ଅଧୀକ୍ଷକ ପ୍ରତୀକ ସିଂ କହିଛନ୍ତି, ଘଟଣାର ତଦନ୍ତ କରାଯାଉଛି। ଫଟୋ ଯାଞ୍ଚ କରାଯିବା ପରେ ଶ୍ରୀମନ୍ଦିର ଆଇନ ଅନୁସାରେ ଫଟୋ ପ୍ରଘଟ କରିଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ସାଇବର ସେଲ୍ ସହ ଯୋଗାଯୋଗ କରାଯାଉଛି।

puri
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+