ଆସନ୍ତା ଶିକ୍ଷା ବର୍ଷରୁ ତୃତୀୟରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ମିଳିବ ଶାରୀରିକ ଶିକ୍ଷା
ଆସନ୍ତା ଶିକ୍ଷା ବର୍ଷରୁ ତୃତୀୟରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ମିଳିବ ଶାରୀରିକ ଶିକ୍ଷା । ଗୃହରେ ଉତ୍ତର ରଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ଜାତୀୟ ଶିକ୍ଷା ନୀତି ୨୦୨୦ ଅଧୀନରେ ଶାରୀରିକ ଶିକ୍ଷା ଦିଆଯିବ । ଏବେ ଡିଜିଟାଲ୍ କ୍ଲାସରୁମ୍ରେ ଇ-କଣ୍ଟେଣ୍ଟ ଦ୍ୱାରା ଶିକ୍ଷା ଦିଆଯାଉଛି ବୋଲି କହିଛନ୍ତି ମନ୍ତ୍ରୀ ।

More From
-
ରାଜ୍ୟରେ ରନ୍ଧନ ଗ୍ୟାସ ସଙ୍କଟ, ଠିକ୍ ସମୟରେ ଆସୁନି ଗ୍ୟାସ୍ ସିଲିଣ୍ଡର -
କ୍ରସ ଭୋଟିଂ ଭୟ: ବେଙ୍ଗାଳୁରୁ ଗଲେ କଂଗ୍ରେସ ବିଧାୟକ -
ଆଗକୁ ଆଗରୁ ବଢ଼ିବ ଗ୍ରୀଷ୍ମ ପ୍ରବାହ, ଏବେଠୁ ୪୦ ପାର ପାରଦ -
ଓଡ଼ିଶା ବାସୀଙ୍କ ଭାରି ପ୍ରିୟ ମାଂସ, ଗୃହରେ ସୂଚନା ଦେଲେ ମନ୍ତ୍ରୀ -
ଖୁସିଖବର: ୩୦ଟି ଜିଲାରେ ହେବ MSME ଇ-ପାର୍କ -
ଭିଜିଲାନ୍ସ ଜାଲରେ କଟକ ଜିଲ୍ଲା କଣ୍ଟାପଡ଼ା ତହସିଲ୍ଦାର, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଚଢ଼ାଉ -
୭ ଲକ୍ଷ ରାସନକାର୍ଡ ହିତାଧିକାରୀ ନାଁରେ ଲୁଟ -
ରାଜ୍ୟରେ ସଫଳ ହେଉଛି ମାଓବାଦୀ ଅପରେସନ, ଆତ୍ମସମର୍ପଣ କଲେ ୧୦ ମାଓବାଦୀ -
ପୁରୀ ମହାନଗର ନିଗମ ଗଠନ ନେଇ ପ୍ରକାଶ ପାଇଲା ଚୂଡ଼ାନ୍ତ ବିଜ୍ଞପ୍ତି -
ରାଷ୍ଟ୍ରପତିଙ୍କୁ ଅପମାନ: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ମୋହନ ମାଝୀଙ୍କ ଚିଠି -
କଳିଙ୍ଗ ଷ୍ଟୁଡିଓ ଛକରେ ଭୟଙ୍କର ଅଗ୍ନିକାଣ୍ଡ, ଉଦ୍ଧାର କାର୍ଯ୍ୟ ଜାରି -
ଯୁଦ୍ଧରେ ଅଟକିଥିବା ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ










Click it and Unblock the Notifications