ଓଲଟିଲା ବରଯାତ୍ରୀ ଗାଡ଼ି; 3 ମୃତ, 15 ଆହତ
ରାଉରକେଲା: ଓଲଟିଲା ପିକ୍ ଅପ୍ ଭ୍ୟାନ । ଫଳରେ 3 ଜଣଙ୍କର ମୃତ୍ୟୁ ହୋଇଛି । ଏହା ସହ 15 ଜଣ ଆହତ ହୋଇଛନ୍ତି । ଗୁରୁତର ଆହତଙ୍କୁ ରାଉରକେଲା ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

ମିଳିଥିବା ସୂଚନା ଅନୁଯାୟୀ, ଝାଡ଼ଖଣ୍ଡରୁ ବରଯାତ୍ରୀ ଦଳ ଲାଠିକଟା ଥାନାର ଅଟାଘାଟ ଅଞ୍ଚଳକୁ ଆସୁଥିଲେ । ଭାରସାମ୍ୟ ହରାଇ ଗାଡ଼ିଟି ମୁଣ୍ଡାଜୋର ନିକଟରେ ଓଲଟି ପଡ଼ିଥିଲା । ଫଳରେ 3 ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ 15 ଜଣ ଆହତ ହୋଇଛନ୍ତି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି ।












Click it and Unblock the Notifications