ଆଜି ଭୁବନେଶ୍ୱର ଷ୍ଟେସନରୁ ଅଯୋଧ୍ୟା ଓ ବାରଣାସୀକୁ ତୀର୍ଥଯାତ୍ରା

ଆଜି ଭୁବନେଶ୍ୱର ଷ୍ଟେସନରୁ ଅଯୋଧ୍ୟା ଓ ବାରଣାସୀକୁ ତୀର୍ଥଯାତ୍ରାରେ ଯିବେ ବରିଷ୍ଠ ନାଗରିକ । ଓଡ଼ିଶାର ବିଭିନ୍ନ ସ୍ଥାନରୁ ୨୦୦ରୁ ଅଧିକ ବରିଷ୍ଠ ନାଗରିକ ଅଯୋଧ୍ୟା ଓ ବାରଣାସୀକୁ ତୀର୍ଥଯାତ୍ରାରେ ଯିବେ । ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ମେୟର୍ ସୁଲୋଚନା ଦାସ ।

Ayodhya and Varanasi

ମେୟର ଦାସ କହିଛନ୍ତି ଯେ, ରାଜଧାନୀ ଭୁବନେଶ୍ବରର ଭୀମ ଭୋଇ ଦୃଷ୍ଟିବାଧିତ ସ୍କୁଲ୍ ଓ କ୍ୟାପିଟାଲ୍ ହାଇସ୍କୁଲ୍‌ରେ ରହଣି ବ୍ୟବସ୍ଥା କରାଯାଇଛି । ସ୍କାଉଟ୍ ଗାଇଡ୍ କ୍ୟାମ୍ପସ୍‌ରେ ବରିଷ୍ଠ ନାଗରିକଙ୍କ ରହଣି ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା ହୋଇଛି ବୋଲି ମେୟର କହିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+