ପିପିଲି ଉପନିର୍ବାଚନ: ଖୁବଶୀଘ୍ର ପ୍ରଚାର ମୈଦାନକୁ ଓହ୍ଲାଇବେ ନବୀନ, ଭର୍ଚୁଆଲ ମାଧ୍ୟମରେ କରିବେ ପ୍ରଚାର

ଭର୍ଚୁଆଲ୍ ମାଧ୍ୟମରେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜିଲ୍ଲା ପରିଷଦ ଜୋନ ଅନୁଯାୟୀ ପ୍ରଚାର ହେବ ।

ଭୁବନେଶ୍ବର: ପିପିଲି ଉପନିର୍ବାଚନ ପାଇଁ ମାହୋଲ ଏବେ ସରଗରମ । ପ୍ରମୁଖ ରାଜନୈତିକ ଦଳମାନେ ନିଜ ନିଜ ପ୍ରାର୍ଥୀଙ୍କ ଲାଗି ଜୋରଦାର ପ୍ରଚାର ଚଲାଇଛନ୍ତି । ତେବେ ବିଜୁ ଜନତା ଦଳ ପକ୍ଷରୁ ପ୍ରଚାର ମୈଦାନକୁ ଓହ୍ଲାଇବେ ଖୋଦ୍ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ।

CM Naveen

ଉପ-ନିର୍ବାଚନ ପାଇଁ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ । ଭର୍ଚୁଆଲ୍ ମାଧ୍ୟମରେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜିଲ୍ଲା ପରିଷଦ ଜୋନ ଅନୁଯାୟୀ ପ୍ରଚାର ହେବ । କେଉଁ ତାରିଖରେ ପ୍ରଚାର କରିବେ ତାହା ଆଜି ସନ୍ଧ୍ୟାରେ ଚୂଡ଼ାନ୍ତ ହେବ। ଏବଂ ୩୫ ହଜାରରୁ ଅଧିକ ଭୋଟ ବ୍ୟବଧାନରେ ବିଜେଡି ଜିତିବ।ଏ ନେଇ ସୂଚନା ଦେଇଛନ୍ତି ବିଜେଡି ବିଧାୟକ ଉମା ସାମନ୍ତରାୟ ।

ଉଲ୍ଲେଖଯୋଗ୍ୟ ଯେ, ବିଧାୟକ ପ୍ରଦୀପ ମହାରଥୀଙ୍କ ବିୟୋଗ ପରେ ଖାଲିପଡିଥିବା ପିପିଲି ଆସନ ପାଇଁ ଆସନ୍ତା ୧୭ ତାରିଖରେ ଭୋଟ୍ ହେବ । ମେ' ୨ ତାରିଖରେ ଉପନିର୍ବାଚନ ଫଳାଫଳ ଘୋଷଣା ହେବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+