ପିପିଲି ଉପନିର୍ବାଚନ: ଆଜିଠୁ ପ୍ରାର୍ଥିପତ୍ର ଦାଖଲ, ନାମାଙ୍କନ ଦାଖଲର ଶେଷ ତାରିଖ ମାର୍ଚ୍ଚ ୩୦

ଆଜିଠୁ ପ୍ରାର୍ଥିପତ୍ର ଦାଖଲ ଆରମ୍ଭ କରାଯିବ ବୋଲି କୁହାଯାଇଛି । ସେହିପରି ନାମାଙ୍କନ ଦାଖଲର ଶେଷ ତାରିଖ ରହିଛି ମାର୍ଚ୍ଚ ୩୦ ।

ପିପିଲ୍: ପିପିଲି ଉପନିର୍ବାଚନ ପାଇଁ ଆଜି ବିଦ୍ଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି । ଆଜିଠୁ ପ୍ରାର୍ଥିପତ୍ର ଦାଖଲ ଆରମ୍ଭ କରାଯିବ ବୋଲି କୁହାଯାଇଛି । ସେହିପରି ନାମାଙ୍କନ ଦାଖଲର ଶେଷ ତାରିଖ ରହିଛି ମାର୍ଚ୍ଚ ୩୦ ।

Pipili by election

ତେବେ ମାର୍ଚ୍ଚ ୩୧ରେ ନାମାଙ୍କନପତ୍ର ଯାଞ୍ଚ କରାଯିବ । ଏପ୍ରିଲ ୩ ତାରିଖ ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ ରହିଛି । ଏପ୍ରିଲ ୧୭ରେ ହେବ ଭୋଟ୍ ଗ୍ରହଣ । ସକାଳ ୭ରୁ ସଂଧ୍ୟା ୬ଟା ଯାଏ ଭୋଟ୍ ଗ୍ରହଣ ହେବ । ମେ ୪ସୁଦ୍ଧା ସରିବ ନିର୍ବାଚନ ପ୍ରକ୍ରିୟା ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+