ପୀତବାସ ହତ୍ୟା: ବିକ୍ରମଙ୍କ ବିପକ୍ଷରେ ୨୦୯ ଆଇନଜୀବୀଙ୍କ ପିଟିସନ ଦାଖଲ
ବିକ୍ରମଙ୍କ ବିପକ୍ଷରେ ୨୦୯ ଆଇନଜୀବୀଙ୍କ ପିଟିସନ ଦାଖଲ। ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କ ବିପକ୍ଷରେ ୨୦୯ ଓକିଲଙ୍କ ପିଟିସନ ଦାଖଲ। ବ୍ରହ୍ମପୁର SDJM କୋର୍ଟରେ ଅଦାଲତନାମା ଦାଖଲ କଲେ ଆଇନଜୀବୀ । ପୂର୍ବରୁ ୪୦ରୁ ଊର୍ଦ୍ଧ୍ବ ଓକିଲ ବିକ୍ରମଙ୍କ ସପକ୍ଷରେ ଅଦାଲତନାମା ଦାଖଲ କରିଥିଲେ । ଗତକାଲି ବିକ୍ରମଙ୍କ ଓକିଲଙ୍କ ପକ୍ଷରୁ ଏକ ପିଟିସନ ଦାଖଲ ହୋଇଥିଲା। ପୀତବାସଙ୍କ ହତ୍ୟାରେ ବିକ୍ରମଙ୍କ ସଂପୃକ୍ତି ନାହିଁ ଦର୍ଶାଇ ପିଟିସନ ଦାଖଲ ହୋଇଥିଲା । ଏହାକୁ ବିରୋଧ କରି ୨୦୯ ଆଇନଜୀବୀଙ୍କ ପିଟିସନ ଦାଖଲ ।













Click it and Unblock the Notifications