ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲା ; ଯିଏବି ସଂପୃକ୍ତ ଥିବ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ
ବହୁ ଚର୍ଚ୍ଚିତ ଆଇନଜୀବୀ ତଥା ବିଜେପି ନେତା ପୀତବାସ ପଣ୍ଡା ହତ୍ୟା ମାମଲାରେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଗିରଫ କରାଯିବା ପରେ ପ୍ରତିକ୍ରିୟା ରଖିଛନ୍ତି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ମନ୍ତ୍ରୀ କହିଛନ୍ତି ଯେ ଘଟଣାରେ ଯିଏବି ସଂପୃକ୍ତ ଥିବ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ । ପୁଲିସ ତା'ର କାର୍ଯ୍ୟ କରୁଛି । ତଦନ୍ତ ସଠିକ୍ ଭାବେ କରାଯାଉଛି ।

ଘଟଣାରେ ବିଜେଡି ନେତାଙ୍କ ସଂପୃକ୍ତି ଥିବା ଜାଣିବା ପରେ ବିଜେଡିର ପୂର୍ବତନ ବିଧାୟକ ତଥା ଜିଲା ସଭାପତି ବିକ୍ରମ ପଣ୍ଡାଙ୍କୁ ଗିରଫ କରାଯାଇଛି । ତାଙ୍କ ସହିତ ଅନ୍ୟ ୪ଜଣ ମଧ୍ୟ ଗିରଫ ହୋଇଛନ୍ତି ।
More From
-
ରାଜ୍ୟରେ ଆଉ ଖୋଲିବ ନାହିଁ ନୂଆ ସବ୍-ଟ୍ରେଜରୀ -
ରାଜ୍ୟରେ ବଢ଼ିଛି କୁମ୍ଭୀରଙ୍କ ସଂଖ୍ୟା -
ଦାଦନ ଯିବାରେ ବଲାଙ୍ଗୀର ଜିଲ୍ଲା ସର୍ବାଗ୍ରେ -
ପ୍ରଧାନମନ୍ତ୍ରୀ ଓ ରେଳମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କାହିଁକି? -
ମଧ୍ୟପ୍ରାଚ୍ୟରେ ଲକ୍ଷ ଲକ୍ଷ ଫସିଛନ୍ତି ଓଡ଼ିଆ, ଫେରାଇ ଆଣିବାର ଅନୁରୋଧ କଲେ ନବୀନ -
ପଶ୍ଚିମବଙ୍ଗ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ -
ଆଜିଠାରୁ ରାଜ୍ୟରେ ବଢିବ ଦିନ ତାପମାତ୍ରା -
ବଜେଟ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ ଆରମ୍ଭ , ସ୍ଵାଭାବିକ ଚାଲିଛି ପ୍ରଶ୍ନକାଳ -
ଲୋକସେବା ଭବନରେ ଖାଲି ପଡିଛି ବଡ଼ ବାବୁଙ୍କ ପଦବୀ -
ଆଜି ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ରାଜ୍ୟର ୮୬ ଜେଲ୍ରେ ଅଛନ୍ତି ୧୮ ହଜାର ୧୭୬ ଜଣ କଏଦୀ, ୧୭ଜଣ ଫେରାର୍ -
ଦିଲ୍ଲୀ ଦଙ୍ଗାର ଅଭିଯୁକ୍ତ ଶର୍ଜିଲ ଇମାମଙ୍କୁ ୬ ବର୍ଷ ପରେ ୧୦ ଦିନ ପାଇଁ ଜାମିନ












Click it and Unblock the Notifications