ବସୁନ୍ଧରା ଯୋଜନାରେ ଭୂମିହୀନଙ୍କୁ ଜମି ଯୋଗାଇବାକୁ ଯୋଜନା ପ୍ରସ୍ତୁତ, ସୁରେଶ ପୂଜାରୀ
ବସୁନ୍ଧରା ଯୋଜନାରେ ଭୂମିହୀନଙ୍କୁ ଜମି ଯୋଗାଇବାକୁ ଯୋଜନା ପ୍ରସ୍ତୁତ। ସୂଚନା ଦେଲେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ। ୫ ବର୍ଷ ଭିତରେ ରାଜ୍ୟରେ କେହି ଜଣେ ଭୂମିହୀନ ବ୍ୟକ୍ତି ରହିବେ ନାହିଁ' । ଯେଉଁମାନଙ୍କର ୪ ଡିସିମିଲ୍ରୁ କମ ଜମି ଥିବା, ସେମାନଙ୍କୁ ଜମି ମିଳିବ। ' ଯେଉଁ ଜନଜାତି ଜଙ୍ଗଲ ଜମିରେ ରହୁଛନ୍ତି ତାଙ୍କୁ ୧୦ ଡିସିମିଲ୍ ଜମି ମିଳିବ' । ହୀରାକୁଦ ନିର୍ମାଣରେ ଯେଉଁମାନେ ବିସ୍ଥାପିତ ହୋଇଥିଲେ, ଜମି ପଟ୍ଟା ମିଳିବ'।
୨୨ ହଜାରରୁ ଅଧିକ ଶିକ୍ଷାନୁଷ୍ଠାନକୁ ମଧ୍ୟ ସରକାର ଜମି ଯୋଗାଇ ସାରିଛନ୍ତି'।













Click it and Unblock the Notifications