ଆମେରିକାର ଟେନେସି ଅଞ୍ଚଳରେ ବିମାନ ଦୁର୍ଘଟଣା;୨୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ବିମାନ କ୍ରାସ୍
ଆମେରିକାର ଟେନେସି ଅଞ୍ଚଳରେ ବିମାନ ଦୁର୍ଘଟଣା। ୨୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ବିମାନ କ୍ରାସ୍। ଯାନ୍ତ୍ରିକ ତ୍ରୁଟି ପାଇଁ ବିମାନ ଦୁର୍ଘଟଣା ହୋଇଥିବା ସୂଚନା। ଏକାଧିକ ଯାତ୍ରୀ ଗୁରୁତର, ଅନେକଙ୍କ ଅବସ୍ଥା ସଙ୍କଟାପନ୍ନ ।













Click it and Unblock the Notifications