Get Updates
Get notified of breaking news, exclusive insights, and must-see stories!

ବିମାନ କ୍ରାସ୍: ରାଉରକେଲାରେ ପରିବହନ ସଚିବ ଉଷା ପାଢ଼ୀ

ରାଉରକେଲା ଚାର୍ଟର ବିମାନ ଦୁର୍ଘଟଣାସ୍ଥଳରେ ପହଞ୍ଚିଛନ୍ତି ପରିବହନ ସଚିବ ଉଷା ପାଢ଼ୀ। ଏହି ଦୁର୍ଘଟଣାର ତଦନ୍ତ କରିବ AAIB ଓ DGCA। କେମିତି ଦୁର୍ଘଟଣା ହେଲା ଏବଂ କାହିଁକି ଫୋର୍ସ ଲ୍ୟାଣ୍ଡିଂ କରାଗଲା ତାହାର ତଦନ୍ତ କରିବେ। ବରିଷ୍ଠ ଅଧିକାରୀଙ୍କ ସହ ପରିବହନ ସଚିବ ଆଲୋଚନା କରିଛନ୍ତି। ଏଥିସହିତ ଆହତଙ୍କ ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ ପାଇଁ ଭୁବନେଶ୍ୱରରୁ ୨ ଜଣିଆ ଡାକ୍ତରୀ ଟିମ୍‌ ରାଉରକେଲାରେ ପହଞ୍ଚିଛନ୍ତି।

Usha Padhi

ଶନିବାର ଅପରାହ୍ନରେ ଭୁବନେଶ୍ୱରରୁ ରାଉରକେଲା ଯାଉଥିବା ଏକ ୯ ଆସନ ବିଶିଷ୍ଟ ଇଣ୍ଡିଆ ଓ୍ବାନ ଏୟାର ବିମାନ ଅବତରଣ ସମୟରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏହି ଦୁର୍ଘଟଣାରେ ୬ ଜଣ ଆହତ ହୋଇଥିଲେ। ବିମାନଟି ରାଉରକେଲାର ରଘୁନାଥପାଲି ଅଞ୍ଚଳରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏଥିରେ ଥିବା ସମସ୍ତଙ୍କୁ ସୁରକ୍ଷିତ ଭାବରେ ଉଦ୍ଧାର କରାଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+