ବିମାନ କ୍ରାସ୍: ରାଉରକେଲାରେ ପରିବହନ ସଚିବ ଉଷା ପାଢ଼ୀ
ରାଉରକେଲା ଚାର୍ଟର ବିମାନ ଦୁର୍ଘଟଣାସ୍ଥଳରେ ପହଞ୍ଚିଛନ୍ତି ପରିବହନ ସଚିବ ଉଷା ପାଢ଼ୀ। ଏହି ଦୁର୍ଘଟଣାର ତଦନ୍ତ କରିବ AAIB ଓ DGCA। କେମିତି ଦୁର୍ଘଟଣା ହେଲା ଏବଂ କାହିଁକି ଫୋର୍ସ ଲ୍ୟାଣ୍ଡିଂ କରାଗଲା ତାହାର ତଦନ୍ତ କରିବେ। ବରିଷ୍ଠ ଅଧିକାରୀଙ୍କ ସହ ପରିବହନ ସଚିବ ଆଲୋଚନା କରିଛନ୍ତି। ଏଥିସହିତ ଆହତଙ୍କ ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ ପାଇଁ ଭୁବନେଶ୍ୱରରୁ ୨ ଜଣିଆ ଡାକ୍ତରୀ ଟିମ୍ ରାଉରକେଲାରେ ପହଞ୍ଚିଛନ୍ତି।

ଶନିବାର ଅପରାହ୍ନରେ ଭୁବନେଶ୍ୱରରୁ ରାଉରକେଲା ଯାଉଥିବା ଏକ ୯ ଆସନ ବିଶିଷ୍ଟ ଇଣ୍ଡିଆ ଓ୍ବାନ ଏୟାର ବିମାନ ଅବତରଣ ସମୟରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏହି ଦୁର୍ଘଟଣାରେ ୬ ଜଣ ଆହତ ହୋଇଥିଲେ। ବିମାନଟି ରାଉରକେଲାର ରଘୁନାଥପାଲି ଅଞ୍ଚଳରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏଥିରେ ଥିବା ସମସ୍ତଙ୍କୁ ସୁରକ୍ଷିତ ଭାବରେ ଉଦ୍ଧାର କରାଯାଇଛି।
More From
-
IPL 2026 : ଗୌହାଟୀରେ ଚେନ୍ନାଇ ବନାମ ରାଜସ୍ଥାନ, ଫୋକସରେ ବୈଭବ-ସଞ୍ଜୁ-ଜାଡେଜା, ଖେଳିବେନି ଧୋନୀ -
ଭାରତୀୟ ସେନାକୁ ସ୍ୱଦେଶୀ ପ୍ରହାର ଲାଇଟ୍ ମେସିନ୍ ଗନର ପ୍ରଥମ ବ୍ୟାଚ୍ ପ୍ରଦାନ କଲା ଆଦାନୀ ଡିଫେନ୍ସ -
IPL 2026: ଟସ୍ ଜିତିଲା ମୁମ୍ବାଇ ଇଣ୍ଡିଆନ୍ସ, ବ୍ୟାଟିଂ କରିବ KKR, ସୂର୍ଯ୍ୟ ପ୍ଲେଇଙ୍ଗ XIରୁ ଆଉଟ୍ -
ସଂଧ୍ୟାରେ ମୁଖ୍ୟମନ୍ତ୍ରୀଙ୍କ ଜରୁରୀ ବୈଠକ, ସବୁ ଜିଲ୍ଲାପାଳଙ୍କ ସହ କରିବେ ଆଲୋଚନା -
APSEZ ର ବଡ଼ ପଦକ୍ଷେପ: ଭାରତର ପ୍ରଥମ Port of Refuge ଆରମ୍ଭ







Click it and Unblock the Notifications