ପଠାଣି ସାମନ୍ତ ପ୍ଲାନେଟୋରିୟମରେ ଗ୍ରହପୁଞ୍ଜ ଦେଖିବେ ସାଧାରଣ ଲୋକ

ଆମ ସୌର ଜଗତର ମଙ୍ଗଳ, ଶୁକ୍ର, ବୃହସ୍ପତି, ଶନି, ନେପଚୁନ୍ ଓ ୟୁରେନସ୍ ସମେତ ୬ଟି ଗ୍ରହଙ୍କୁ ନେଇ ବିରଳ ମହଜଗତିକ ଦୃଶ୍ୟ ଆସନ୍ତା ଜାନୁଆରି ୨୧ରୁ ୩୧ ତାରିଖ ପର୍ଯ୍ୟନ୍ତ ଦେଖିବାକୁ ମିଳିବ । ଏହି ଗ୍ରହଗୁଡ଼ିକ ଏକ ସରଳ ରେଖାରେ ରହିବା ଦ୍ୱାରା ଆକାଶରେ ଏକ ସୁନ୍ଦର ଦୃଶ୍ୟ ଦେଖିହେବ ।

Pathani Samantha Planetarium

ମଙ୍ଗଳ, ଶୁକ୍ର, ବୃହସ୍ପତି ଏବଂ ଶନି ଭଳି ଗ୍ରହ ଏକ ସରଳରେଖାରେ ରହି ସୁନ୍ଦର ଦୃଶ୍ୟ ସୃଷ୍ଟି କରିବେ ଏବଂ ଏଗୁଡିଙ୍କୁ ଖାଲି ଆଖିରେ ଦେଖିହେବ। ସେହିଭଳି ଦୂରବୀକ୍ଷଣ ଏବଂ ଟେଲିସ୍କୋପ୍ ମାଧ୍ୟମରେ ନେପଚୁନ୍ ଏବଂ ୟୁରେନସ୍ ଦୃଶ୍ୟମାନ ହେବେ।

ସର୍ବସାଧାରଣ ମାନଙ୍କ ପାଇଁ ଏଥିନିମନ୍ତେ ବ୍ୟବସ୍ଥା କରାଯାଇଛି । ବିଜ୍ଞାନ ଓ କାରିଗରୀ ବିଭାଗ ଅଧୀନରେ ଥିବା ଭୁବନେଶ୍ୱରସ୍ଥିତ ପଠାଣି ସାମନ୍ତ ପ୍ଲାନେଟୋରିୟମରେ ଏହି ବିରଳ ଦୃଶ୍ୟ ଦେଖିବାର ଆବଶ୍ୟକୀୟ ବ୍ୟବସ୍ଥା କରାଯାଇଛି । ସୋମବାର ବ୍ୟତୀତ ଏହି ଦିନଗୁଡ଼ିକରେ ସନ୍ଧ୍ୟା ସାଢ଼େ ୫ଟାରୁ ସାଢ଼େ ୭ଟା ପର୍ଯ୍ୟନ୍ତ ଏଭଳି ବିରଳ ଦୃଶ୍ୟ ଦେଖିପାରିବେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+