Plus Three: ଆଜିଠୁ ଓ୍ବେଟିଂ ଲିଷ୍ଟ, ସ୍ପଟ୍‌ ନାମଲେଖା ପାଇଁ ଆବେଦନ

ଚଳିତବର୍ଷ ତିନି ପର୍ଯ୍ୟାୟରେ ଯୁକ୍ତ ୩ ନାମଲେଖା ଶେଷ ହୋଇଛି। ସୋମବାରଠାରୁ ଓ୍ବେଟିଂ ଲିଷ୍ଟ ଓ ସ୍ପଟ୍‌ ନାମଲେଖା ପାଇଁ ଆବେଦନ ଆରମ୍ଭ ହେବ। ଯେଉଁ ଛାତ୍ରୀଛାତ୍ର ନାମଲେଖାରୁ ବଞ୍ଚତ୍ତ ହୋଇଛନ୍ତି, ସେମାନେ ଏହି ରାଉଣ୍ଡରେ ସୁଯୋଗ ପାଇପାରିବେ।

ସେଲ୍ଫ ଫାଇନାନ୍ସ ଏବଂ ସଂସ୍କୃତ କଲେଜର ପିଲାମାନେ ମଧ୍ୟ ଆବେଦନ କରିପାରିବେ। ଆସନ୍ତା ଗୁରୁବାର ୧୦ ତାରିଖ ରାତି ୧୧ଟା ୪୫ ଯାଏ ଆବେଦନ କରିହେବ। ଅତିକମ୍‌ରେ ଗୋଟିଏ କଲେଜ କିମ୍ବା ତା'ଠାରୁ ଅଧିକ କଲେଜକୁ ଚୟନ କରିପାରିବେ। ୧୨ ତାରିଖ ଅପରାହ୍ନ ୨ଟାରେ ଓ୍ବେଟିଂ ଲିଷ୍ଟର ମେରିଟ୍‌ ଲିଷ୍ଟ କଲେଜ ଇ-ସ୍ପେସ୍‌ରେ ପ୍ରକାଶ ପାଇବ।

Plus Three Waiting list

ଏଥିସହ ଯୋଗ୍ୟ ଛାତ୍ରୀଛାତ୍ରଙ୍କ ତାଲିକା ୧୪ ତାରିଖରେ କଲେଜ ନେଟିସ ବୋର୍ଡ ଏବଂ ଓ୍ବେବ୍‌ସାଇଟରେ ପ୍ରକାଶ ପାଇବ। ୧୫ ତାରିଖରେ ନାମଲେଖା ସହିତ ଟଙ୍କା ଦାଖଲ ହେବ। ଯେଉଁମାନେ ଓ୍ବେଟିଂ ଲିଷ୍ଟରେ ଥିବେ, ସେମାନେ ୧୬ ତାରିଖରେ ନାମ ଲେଖାଇବା ସହିତ ଟଙ୍କା ଦାଖଲ କରିବେ ବୋଲି ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+