ଆଜିଠୁ ଯୁକ୍ତ ଦୁଇ ନାମଲେଖା ପାଇଁ ଆବେଦନ; ୧୧ଟାରୁ ସାମସ୍ ଉପଲବ୍ଧ ହେବ କମନ ଆପ୍ଲିକେସନ୍ ଫର୍ମ
ଆଜିଠୁ ଯୁକ୍ତ ଦୁଇ ନାମଲେଖା ପାଇଁ ଆବେଦନ । ୧୧ଟାରୁ ସାମସ୍ ପୋର୍ଟାଲରେ ଉପଲବ୍ଧ ହେବ କମନ ଆପ୍ଲିକେସନ୍ ଫର୍ମ । କଳା, ବିଜ୍ଞାନ, ବାଣିଜ୍ୟ, ଉପଶାସ୍ତ୍ରୀ ଓ ଧନ୍ଦାମୂଳକ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ କରିବେ ଛାତ୍ରଛାତ୍ରୀ ।
ଜୁଲାଇ ୬ ତାରିଖ ସୁଦ୍ଧା ନାମ ପଞ୍ଜିକରଣ କରିପାରିବେ ଛାତ୍ରଛାତ୍ରୀ । ଜୁଲାଇ ୧୮ ତାରିଖରେ ପ୍ରଥମ ମେଧା ତାଲିକା ପ୍ରକାଶ ପାଇବ । ଯୋଗ୍ୟ ଛାତ୍ରଛାତ୍ରୀଙ୍କ ନାମଲେଖା ଜୁଲାଇ ୧୯ରୁ ୨୩ ମଧ୍ୟରେ ଅନୁଷ୍ଠିତ ହେବ ।

ଏଥର ରାଜ୍ୟର ୨ ହଜାର ୧୨୧ ଯୁକ୍ତ ଦୁଇ କଲେଜର ୫ଲକ୍ଷ ୨୫ ହଜାର ୪୬୫ ସିଟରେ ନାମଲେଖା ହେବ । କଳା ବିଭାଗରେ ସର୍ବାଧିକ ୨ଲକ୍ଷ ୯୪ ହଜାର ୮୪୦ ସିଟ୍, ବିଜ୍ଞାନରେ ୧ଲକ୍ଷ ୬୬ ହଜାର ୯୨୯, ବାଣିଜ୍ୟରେ ୪୦ ହଜାର ୧୦୪, ସଂସ୍କୃତରେ ୧୩ ହଜାର ୮୮ ଓ ଧନ୍ଦାମୂଳକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୧୦ ହଜାର ୫୦୪ ସିଟରେ ନାମଲେଖା କରିବାକୁ ନିଷ୍ପତି ନିଆଯାଇଛି ।
More From
-
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ଆସିଲା ଗ୍ରୀଷ୍ମ ଋତୁ, ଏହି ସବୁ ସମସ୍ୟା ଥିଲେ ଭୁଲରେ ବି ଖାଆନ୍ତୁ ନାହିଁ ତରଭୁଜ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
କେଜରିୱାଲଙ୍କ ସହ ଅନ୍ୟ ୨୩ ଜଣଙ୍କୁ ନୋଟିସ୍ ଜାରି କଲେ ହାଇକୋର୍ଟ -
ମାର୍ଚ୍ଚ ୨୮ରୁ ଆଇପିଏଲ ଆରମ୍ଭ -
ଭାରତରେ ମହିଳା କଣ୍ଠଶିଳ୍ପୀଙ୍କ ଗୀତ ଖୁବ୍ କମ୍ ଦେଖିବାକୁ ମିଳିଥାଏ ,ଜାଣନ୍ତୁ କାହିଁକି ଏମିତି କହିଲେ ଲୋକପ୍ରିୟ କଣ୍ଠଶିଳ୍ପୀ ଶ୍ର











Click it and Unblock the Notifications