Plus Two Exam: ମେ ୩ୟ ସପ୍ତାହ ସୁଦ୍ଧା ପ୍ରକାଶ ପାଇବ +2 ରେଜଲ୍ଟ
ମେ ୩ୟ ସପ୍ତାହ ସୁଦ୍ଧା ପ୍ରକାଶ ପାଇବ +2 ରେଜଲ୍ଟ। ସୂଚନା ଦେଲେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା ନିୟନ୍ତ୍ରକ ।

ଆସନ୍ତା ୬ ତାରିଖରେ ରେଜଲ୍ଟ ବାହାରିବା ନେଇ କରାଯାଇଥିବା ପ୍ରଚାର ଖବର ଗୁଜବ। ମେ ୧ ତାରିଖ ସୁଦ୍ଧା ଖାତା ଦେଖା ଶେଷ ହୋଇଛି। ଏ ନେଇ ପ୍ରକ୍ରିୟା ଚାଲିଛି। ତେଣୁ ନିର୍ଦ୍ଦିଷ୍ଟ ଭାବେ କେବେ ଫଳାଫଳ ପ୍ରକାଶ ପାଇବ , ତାହା ଶୀଘ୍ର ଜଣାଇ ଦିଆଯିବ ବୋଲି କହିଛନ୍ତି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା ନିୟନ୍ତ୍ରକ।












Click it and Unblock the Notifications