ଆଜି ଠୁ ଯୁକ୍ତ ଦୁଇ ଖାତା ଦେଖା ଆରମ୍ଭ
ଭୁବନେଶ୍ୱର: ଆଜି ଠାରୁ ଆରମ୍ଭ ହେବ ଯୁକ୍ତ ଦୁଇ ଖାତା ଦେଖା ଆରମ୍ଭ । ଚଳିତବର୍ଷ ମଧ୍ୟ ଉଭୟ ଅନ୍ଲାଇନ ଓ ଅଫ୍ଲାଇନରେ ଖାତାଦେଖା ହେବ । କଳା, ବିଜ୍ଞାନ ଓ ବାଣିଜ୍ୟ ବିଭାଗର ଖାତା ଅନ୍ଲାଇନରେ ଓ ଧନ୍ଦାମୂଳକ ଶିକ୍ଷାର ମୂଲ୍ୟାୟନ ଅଫ୍ଲାଇନରେ ହେବ । ସମୁଦାୟ 69 ଟି ଜୋନ୍ରେ ଅଫ୍ଲାଇନ ମୂଲ୍ୟାୟନ ଓ 41 ଟି ଜୋନ୍ରେ ଅନ୍ଲାଇନ୍ ମୂଲ୍ୟାୟନ କରାଯିବ ବୋଲି ପରିଷଦ ପକ୍ଷରୁ କୁହାଯାଇଛି । ଦୁଇଟି ପର୍ଯ୍ୟାୟରେ ଖାତାଦେଖା ହେବ ।

ପ୍ରଥମ ପର୍ଯ୍ୟାୟ ଖାତାଦେଖା ଅପ୍ରେଲ 2 ପର୍ଯ୍ୟନ୍ତ ଏବଂ ଦ୍ୱିତୀୟ ପର୍ଯ୍ୟାୟ ଖାତାଦେଖା ଅପ୍ରେଲ 4 ରୁ 15 ତାରିଖ ଯାଏ ଚାଲିବ । ପୂର୍ବବର୍ଷ ଭଳି ଚଳିତବର୍ଷ ମଧ୍ୟ ଉଭୟ ଅଫ୍ଲାଇନ୍ ଓ ଇ-ମୂଲ୍ୟାୟନ କରାଯିବ । ପ୍ରଥମ ପର୍ଯ୍ୟାୟ ଅଫଲାଇନ୍ ଖାତାଦେଖା ପାଇଁ 2800 ଶିକ୍ଷକ ଓ ଦ୍ୱିତୀୟ ପର୍ଯ୍ୟାୟ ପାଇଁ 3700 ଶିକ୍ଷକ ନିଯୁକ୍ତ ହୋଇଛନ୍ତି ।
ସୂଚନା ଅନୁସାରେ, ଚଳିତବର୍ଷ 3 ଲକ୍ଷ 86 ହଜାର 250 ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଛନ୍ତି । ସେଥିରୁ ରେଗୁଲାର 3 ଲକ୍ଷ 60 ହଜାର 198 ରହିଥିବା ବେଳେ ଏକ୍ସ ରେଗୁଲାର ପରୀକ୍ଷାର୍ଥୀ 26 ହଜାର 50 ଜଣ ରହିଛନ୍ତି । ମୋଟ 1 ଲକ୍ଷ 99 ହଜାର 361 ଜଣ ଛାତ୍ରୀ ପରୀକ୍ଷା ଦେଇଥିବା ବେଳେ ଛାତ୍ରଙ୍କ ସଂଖ୍ୟା ରହିଛି 1 ଲକ୍ଷ 86 ହଜାର 889 ।
-
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ଯୁଦ୍ଧ ଭିତରେ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ କଥା ହେଲେ ଟ୍ରମ୍ପ, କହିଲେ ଆଲୋଚନା... -
T20 ବିଶ୍ୱକପ: କେତେ ମିଳିଲା ପୁରସ୍କାର ରାଶି ? -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ












Click it and Unblock the Notifications