ମେ'୨୮ରେ +୨ ରେଜଲ୍ଟ ତାରିଖ ଘୋଷଣା ହେବ, ୩୦ କିମ୍ବା ୩୧ରେ ପ୍ରକାଶ ପାଇପାରେ ପରୀକ୍ଷା ଫଳ
ଭୁବନେଶ୍ୱର:ମେ' ୨୮ରେ ହେବ +୨ ରେଜଲ୍ଟ ତାରିଖ ଘୋଷଣା । ପ୍ରଥମେ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ତାରିଖ ଘୋଷଣା କରାଯିବ । ପରେ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶ ପାଇବ । ମେ'୩୦ କିମ୍ବା ୩୧ରେ ପ୍ରକାଶ ପାଇପାରେ ବିଜ୍ଞାନ ଓ ବାଣିଜ୍ୟ ଫଳ । ଜୁନ୍ ୮ ସୁଦ୍ଧା ପ୍ରକାଶ ପାଇପାରେ କଳା ଓ ଧନ୍ଦାମୂଳକ ରେଜଲ୍ଟ । ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା ନିୟନ୍ତ୍ରକ ସୂଚନା ଦେଇଛନ୍ତି ।

ସୂଚନାଯୋଗ୍ୟ ଯେ, ଯୁକ୍ତ ୨ ଖାତା ଦେଖା ଏପ୍ରିଲ୍ ୧୦ ତାରିଖରୁ ଆରମ୍ଭ ହୋଇଥିଲା । ପ୍ରଥମ ପର୍ଯ୍ୟାୟ ମୂଲ୍ୟାୟନ ଅନଲାଇନ୍ ଖାତା ଦେଖା ହୋଇଥିଲା । ପ୍ରାୟ ୩ ହଜାର ଓ ଅଫଲାଇନରେ ପ୍ରାୟ ୫ ହଜାର ମୂଲ୍ୟାୟନକରୀ ନିୟୋଜିତ ହୋଇଥିଲେ ।
ସୂଚନାଥାଉ ଯେ, ଚଳିତ ବର୍ଷ ମାର୍ଚ୍ଚ ୧ ତାରିଖରେ ସାରା ରାଜ୍ୟରେ +2 ପରୀକ୍ଷା ଆରମ୍ଭ ହୋଇଥିଲା । ୧୧୪୫ ପରୀକ୍ଷା କେନ୍ଦ୍ରରେ ସାଢେ ୩ ଲକ୍ଷ ଛାତ୍ରଛାତ୍ରୀ ଦେଇଥିଲେ ଯୁକ୍ତ ଦୁଇ ପରୀକ୍ଷା । ଏଥର ବିଜ୍ଞାନରେ ୯୧, ୩୭୯, ବାଣିଜ୍ୟରେ ୨୩,୧୪୮ ଜଣ, କଳାରେ ୨ ଲକ୍ଷ ୨୯ ହଜାର ୧୧୦ଜଣ ପରୀକ୍ଷାର୍ଥୀ ଏବଂ ଧନ୍ଦାମୂଳକ ଶିକ୍ଷାରେ ୫ ହାଜର ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । ଯେଉଁଥି ପାଇଁ ରାଜ୍ୟରେ ମୋଟ୍ ୧୧ ଶହ୍ ୪୫ଟି ପରୀକ୍ଷା କେନ୍ଦ୍ର ଏବଂ ୨୦୨ଟି ହବ୍ କରାଯାଇଥିଲା ।
-
ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ ;ମୁହାଁମୁହିଁ ହେବେ ଶକ୍ତିଶାଳୀ ଭାରତ ଓ ନ୍ୟୁଜିଲାଣ୍ଡ -
ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ରେ ତ୍ରୁଟି ଅଭିଯୋଗ; ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ବିସ୍ତୃତ ରିପୋର୍ଟ ଦେବାକୁ କେନ୍ଦ୍ରର କଡ଼ା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ପ୍ରତିଦିନ ଖାଆନ୍ତୁ ଗଜାମୁଗ, ସ୍ୱାସ୍ଥ୍ୟରେ.... -
ଇସ୍ରାଏଲକୁ ୧୨ ହଜାର ବୋମା ବିକିବ ଆମେରିକା, ମିଳିଲା ମଞ୍ଜୁରୀ -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଚିଠି ଲେଖିଲେ କମଲ ହାସନ, "ନିଜ କାମରେ ଧ୍ୟାନ ଦିଅନ୍ତୁ"












Click it and Unblock the Notifications