ମାର୍ଚ୍ଚ ୩୧ ତାରିଖ ଯାଏଁ ଚାଲିବ ଆବାସ ସର୍ଭେ । ସୂଚନା ଦେଲେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ । ବର୍ତ୍ତମାନ ସୁଦ୍ଧା ସର୍ଭେରେ ୧୯ ଲକ୍ଷ ପଞ୍ଜୀକରଣ ହୋଇଛି । ଆହୁରି ୧୭, ୧୮ ଦିନ ଥିବାରୁ ଅଧିକ nbsp;ସାମିଲ୍ nbsp;ହେବେ।