ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ସ୍ପଷ୍ଟ ଚିହ୍ନିତ

ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ସ୍ପଷ୍ଟ ଚିହ୍ନିତ ହୋଇଛି । ଆସନ୍ତା ୨୪ଘଣ୍ଟାରେ ପଶ୍ଚିମ ଉତ୍ତର-ପଶ୍ଚିମ ମୁହାଁ ହେବ । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଲାଗି ରହିବ । ଗତ ୨୪ଘଣ୍ଟାରେ କୋରାପୁଟ, ନବରଙ୍ଗପୁର, ମାଲକାନଗିରିରେ ସର୍ବାଧିକ ବର୍ଷା ହୋଇଛି ।

rain

ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ମନା କରାଯାଇଛି । ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ମାଲକାନଗିରିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ପ୍ରବଳ ବର୍ଷା ସମ୍ଭାବନା ଥିବା ୧୦ଜିଲାକୁ ୟେଲୋ ଆଲର୍ଟ କରାଯାଇଛି । ଆସନ୍ତା ୩୧ ତାରିଖ ପରେ ପାଗରେ ପରିବର୍ତ୍ତନ ହେବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+