ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତି ଅବସରରେ ଆସିପାରନ୍ତି ପ୍ରଧାନମନ୍ତ୍ରୀ ମୋଦି
ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତି ଅବସରରେ ଆସିପାରନ୍ତି ପ୍ରଧାନମନ୍ତ୍ରୀ ମୋଦି । ଏନେଇ ସୂଚନା ଦେଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ବର୍ଷ ପୂର୍ତ୍ତି ଅବସରରେ ସରକାରୀ ସ୍ତରରେ ଅନେକ କାର୍ଯ୍ୟକ୍ରମ ହେବ' । ଜୁନ୍ ୪ରୁ ୧୪ ତାରିଖ ମଧ୍ୟରେ ଅନେକ କାର୍ଯ୍ୟକ୍ରମ ଆୟୋଜନ ହେବ' ।













Click it and Unblock the Notifications