ବ୍ରହ୍ମପୁର ବଦଳରେ ଝାରସୁଗୁଡାରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମ !

ବର୍ଷା ଯୋଗୁଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଓଡିଶା ଗସ୍ତର ସୂଚୀ ବଦଳିପାରେ ବ୍ରହ୍ମପୁର ବଦଳରେ ଅନ୍ୟ କେଉଁଠି କାର୍ଯ୍ୟକ୍ରମ ହୋଇପାରେ। ୨୭ ତାରିଖରେ ପ୍ରଧାନମନ୍ତ୍ରୀ ବ୍ରହ୍ମପୁର ଗସ୍ତ କରିବାର କାର୍ଯ୍ୟକ୍ରମ ରହିଥିଲା। ସେବା ପକ୍ଷ ଅବସରରେ ସେ ସରକାରଙ୍କର ଏକ କାର୍ଯ୍ୟକ୍ରମରେ ଯୋଗଦେଇଥାନ୍ତେ । ଏନେଇ ଗତକାଲି ପୁଲିସ ଡିଜି ପ୍ରସ୍ତୁତିର ସମୀକ୍ଷା କରିଥିଲେ ।

ଏପଟେ ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ମଧ୍ୟ ସମୀକ୍ଷା କରିଥିଲେ । ରଙ୍ଗେଇଲୁଣ୍ଡାରେ ଯେଉଁ ଟେଣ୍ଟ୍ ବନ୍ଧା ଯାଇଥିଲା, ତାକୁ ଖୋଲି ଦିଆଯାଉଛି । ଟେଣ୍ଟ୍ ଖୋଲିବାକୁ କର୍ମଚାରୀଙ୍କୁ ନିର୍ଦ୍ଦେଶ ଆସିଛି । କିନ୍ତୁ କୌଣସି ଅଫିସିଆଲ ନିର୍ଦ୍ଦେଶ ଆସିନଥିବା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି । ବର୍ଷା ସମ୍ଭାବନାକୁ ନେଇ ସେ ଗସ୍ତ ଏବେ ଘୁଞ୍ଚିଯାଇପାରେ। ବ୍ରହ୍ମପୁର ବଦଳରେ ଝାରସୁଗୁଡାରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇପାରେ।

PM modi event
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+