Get Updates
Get notified of breaking news, exclusive insights, and must-see stories!

ଭୁବନେଶ୍ୱର ଆସିବା ପୂର୍ବରୁ ଟ୍ୱିଟ୍ କରି ଏମିତି କହିଲେ ମୋଦି

Odisha Modi Visit: ଆଜି ୩ଦିନିଆ ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ । ଆଜି ଅପରାହ୍ନ ୪ଟା ୨୫ରେ ଭୁବନେଶ୍ୱରରେ ପଞ୍ଚିବେ ମୋଦି । ଡିଜିପି/ଆଇଜିପି ସମ୍ମିଳନୀରେ ମୋଦି ଯୋଗ ଦେବେ । ଏନେଇ ନିଜେ ଏକ୍ସରେ ଏକ ପୋଷ୍ଟ ସେୟାର କରି ପ୍ରଧାନମନ୍ତ୍ରୀ ନିଜେ ସୂଚନା ଦେଇଛନ୍ତି । ସାରା ଦେଶର ବରିଷ୍ଠ ପୋଲିସ ଅଧିକାରୀ ସମ୍ମିଳନୀକେ ଯୋଗ ଦେବେ ।

PM Modi

ମୋଦି ଓ ଶାହଙ୍କ ଗସ୍ତକୁ ନେଇ କମିଶନରେଟ୍‌ ପୋଲିସ ପକ୍ଷରୁ ଭୁବନେଶ୍ୱରର ବିଭିନ୍ନ ସ୍ଥାନ ପାଇଁ ଗୁରୁବାର କଟକଣା ଜାରି କରାଯାଇଛି । ଭିଭିଆଇପିଙ୍କ ଗସ୍ତକୁ ନେଇ ରାସ୍ତାରେ ଯାନବାହାନ ଚଳାଚଳା ଉପରେ କଟକଣା କରାଯାଇଛି। ବିଶେଷକରି ଏୟାରପୋର୍ଟ ଛକରୁ ପିଏମ୍‌ ଛକ, ରାଜଭବନ ଛକରେ ଟ୍ରାଫିକ କଟକଣା ଜାରି ହୋଇଛି। ଏପରିକି ରବୀନ୍ଦ୍ର ମଣ୍ଡପ ଛକରୁ ୧୨୦ ବାଟାଲିୟନ ଓ ଜୟଦେବ ବିହାର, ନାଲକୋ ଛକ ରାସ୍ତାରେ ମଧ୍ୟ ଟ୍ରାଫିକ କଟକଣା ରହିବ। ଯେଉଁ ଦିନ ଯେଉଁ ସମୟରେ ଭିଭିଆଇପିଙ୍କ ଗସ୍ତ ରହିଛି, ସେହି ଅନୁସାରେ କଟକଣା ରହିବ ବୋଲି କମିଶନରେଟ୍‌ ପୋଲିସ ପକ୍ଷରୁ କୁହାଯାଇଛି।

ଡିଜିପି ସମ୍ମିଳନୀ ପାଇଁ ଭୁବନେଶ୍ୱରରେ କଡ଼ାକଡି କରାଯାଇଛି ସୁରକ୍ଷାବ୍ୟବସ୍ଥା । ଟ୍ରାଫିକ୍ ନିୟନ୍ତ୍ରଣ ପାଇଁ କନିଶନରେଟ୍ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ୨୯ ରୁ ୧ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ବିଭିନ୍ନ ସ୍ଥାନରେ କଟକଣା ଲାଗୁ କରାଯାଇଛି । ଭିଭିଆଇପିଙ୍କ ଗସ୍ତକୁ ନଜର ରଖି ରାସ୍ତାରେ ଯାନବାହାନ ମନା ହୋଇଛି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+