୨୯ରେ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ

PM Modi To Odisha Visit: ଆସନ୍ତା ୨୯ ତାରିଖରେ ପୁଣି ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏହି ସମୟରେ ମୋଦୀ ରାଜ୍ୟରେ ଶେଷ ପର୍ଯ୍ୟାୟ ମତଦାନ ପୂର୍ବରୁ ମୟୂରଭଞ୍ଜ ବାରିପଦାରେ ଏକ ବିଶାଳ ଜନସଭାକୁ ସମ୍ବୋଧିତ କରିବେ ଏବଂ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ୍ ମାଗିବେ ମୋଦୀ । ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି ଏବଂ ସୁରକ୍ଷା ବ୍ୟବସ୍ଥା ମଧ୍ୟ କଡ଼ାକଡି କରାଯାଇଛି ।

PM Modi To Odisha Visit

ସାଧାରଣ ନିର୍ବାଚନ ପୂର୍ବରୁ ଏହା ପ୍ରଧାନମନ୍ତ୍ରୀଙ୍କ ଶେଷ ଓଡ଼ିଶାରେ ପ୍ରଚାର ବୋଲି କୁହାଯାଉଛି । ଚଳିଚ ମାସରେ ପୂର୍ବରୁ ୩ଥର ଓଡ଼ିଶା ଗସ୍ତରେ ଆସିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+