୧୫ ତାରିଖରେ ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ

PM Modi To Visit Odisha: ନଭେମ୍ବର ୧୫ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ଗସ୍ତ ସମୟରେ ମୋଦି ବିର୍ସା ମୁଣ୍ତାଙ୍କ ଜନ୍ମତିଥି କାର୍ଯ୍ୟକ୍ରମରେ ଯୋଗଦାନ ଦେବେ । ଜନଜାତି କାର୍ଯ୍ୟକ୍ରମରେ ଯୋଗ ଦେବେ । ଏହି କାର୍ଯ୍ୟକ୍ରମରେ ୧୫ରୁ ଆପମ୍ଭ ହୋଇ ବର୍ଷବ୍ୟାପୀ ଚାଲିବ । ଏନେଇ ସୂଚନା ଦେଇଛନ୍ତି ପଞ୍ଚାୟତରାଜ ମନ୍ତ୍ରୀ ରବି ନାୟକ ।

PM Modi
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+