ଭୁବନେଶ୍ବରରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ରୋଡ୍‌ ସୋ; ରାସ୍ତାର ଦୁଇ ପାର୍ଶ୍ବରେ ଲକ୍ଷାଧିକ ଶୁଭେଚ୍ଛୁ

ଭୁବନେଶ୍ବରରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ରୋଡ୍‌ ସୋ । ରୋଡ୍‌ ସୋ'ରେ ଜନତା ମୈଦାନ ପର୍ଯ୍ୟନ୍ତ ଯାତ୍ରା। ରାସ୍ତାର ଦୁଇ ପାର୍ଶ୍ବରେ ଲକ୍ଷାଧିକ ଶୁଭେଚ୍ଛୁ ।

ଜନତା ମୈଦାନ ଅଭିମୁଖେ ପ୍ରଧାନମନ୍ତ୍ରୀ ମୋଦି। ବିମାନବନ୍ଦରରୁ ବାହାରିଲା ମୋଦିଙ୍କ କାର୍‌କେଡ୍‌ ।

PM Modi s road show in Bhubaneswar

ଏହାପରେ ପ୍ରଧାନମନ୍ତ୍ରୀ ଜନତା ମଇଦାନଠାରେ ଆୟୋଜିତ ସରକାରଙ୍କ ବର୍ଷ ପୂର୍ତ୍ତି ଉତ୍ସବରେ ଯୋଗଦେଇ ଜନସାଧାରଣଙ୍କ ଆଗରେ ନିଜର ସମ୍ବୋଧନ ରଖିବେ। ଏହି ଅବସରରେ ସେ ୧୯ ହଜାର କୋଟି ଟଙ୍କାରେ ୧୦୫ଟି ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କରିବେ। ଏହାସହ ୭୦ ବର୍ଷରୁ ଅଧିକ ବୟସ୍କ ଲୋକଙ୍କୁ ବୟୋବନ୍ଦନା କାର୍ଡ ପ୍ରଦାନ କରିବେ। ରାଜ୍ୟର ହିତାଧିକାରୀଙ୍କୁ ଅନ୍ତ୍ୟୋଦୟ ଯୋଜନାରେ ଘର ନିର୍ମାଣ ଲାଗି କାର୍ଯ୍ୟାଦେଶ ପ୍ରଦାନ କରିବେ। ଲକ୍ଷପତି ଦିଦି ସୃଷ୍ଟି କରିବାରେ ଓଡ଼ିଶା ସାରା ଦେଶରେ ପ୍ରଥମ ସ୍ଥାନ ଅଧିକାର କରିଛି। ତେଣୁ କେତେଜଣ ଲକ୍ଷପତି ଦିଦିଙ୍କୁ ପ୍ରଧାନମନ୍ତ୍ରୀ ଭେଟିବା କାର୍ଯ୍ୟକ୍ରମ ରହିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+