ମନ୍ କି ବାତ୍ରେ ଓଡ଼ିଆ ଝିଅ ରଶ୍ମିତା ସାହୁଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ
ମନ୍ କି ବାତ୍ରେ ଓଡ଼ିଆ ଝିଅ ରଶ୍ମିତା ସାହୁଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ । ଶ୍ରୀନଗରରେ ଆୟୋଜିତ ୱାଟର ସ୍ପୋର୍ଟସରେ ଭାଗ ନେଇଥିବା ରଶ୍ମିତାଙ୍କୁ ପ୍ରଶଂସା କଲେ । ନୌଚାଳନାରେ ଭାଗ ନେଇଥିବା ରଶ୍ମିତାଙ୍କୁ ୨ଟି ସ୍ବର୍ଣ୍ଣ ପଦକ ପାଇଁ ବଧାଇ ଜଣାଇଲେ ।

କିପରି କ୍ରୀଡ଼ା ଜୀବନ ଆରମ୍ଭ କଲେ, କଣ ସଂଘର୍ଷ ଥିଲା ପଚାରି ବୁଝିଲେ ପ୍ରଧାନମନ୍ତ୍ରୀ । ସଂଘର୍ଷ ସତ୍ତ୍ବେ ଖେଳକୁ ନ ଛାଡ଼ି ଜାରି ରଖିବାକୁ ପରାମର୍ଶ ଦେଲେ ମୋଦି ।












Click it and Unblock the Notifications