ଅଯଥା କିଣାକିଣି କରନ୍ତୁ ନାହିଁ: ସିପି
ଲକ୍ଡାଉନ ହେବା ପୂର୍ବରୁ ଟ୍ଵିନ୍ସିଟିରେ ଖଚାଖଚ ଭିଡ଼। ଏହାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ପୋଲିସ କମିସନର ସୌମେନ୍ଦ୍ର ପ୍ରିୟଦର୍ଶୀ। ଲକଡାଉନକୁ ନେଇ ଜନସାଧାରଣ ବ୍ୟସ୍ତ ହୁଅନ୍ତୁ ନାହିଁ କି ଅଯଥାରେ କିଣାକିଣି କରନ୍ତୁ ନାହିଁ ବୋଲି ସେ କହିଛନ୍ତି।
ଭୁବନେଶ୍ବର: ଲକ୍ଡାଉନ ହେବା ପୂର୍ବରୁ ଟ୍ଵିନ୍ସିଟିରେ ଖଚାଖଚ ଭିଡ଼। ଏହାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ପୋଲିସ କମିସନର ସୌମେନ୍ଦ୍ର ପ୍ରିୟଦର୍ଶୀ। ଲକଡାଉନକୁ ନେଇ ଜନସାଧାରଣ ବ୍ୟସ୍ତ ହୁଅନ୍ତୁ ନାହିଁ କି ଅଯଥାରେ କିଣାକିଣି କରନ୍ତୁ ନାହିଁ ବୋଲି ସେ କହିଛନ୍ତି। କାରଣ ଲକଡାଉନ୍ ସମୟରେ ଦୋକାନ ବଜାର ଖୋଲା ରହିବ। ଆବଶ୍ୟକତାଠାରୁ ଅଧିକ ଜିନିଷ କିଣନ୍ତୁ ନାହିଁ।

ସେହିପରି ସଂକ୍ରମଣ ବୃଦ୍ଧି ପାଉଥିବାରୁ ରାଜ୍ୟ ସରକାର ଲକଡାଉନ୍ ଘୋଷଣା କରିଛନ୍ତି। ଏହି ସମୟରେ ଜିନିଷ କିଣାକିଣି କରି ମହଜୁଦ ରଖିବାକୁ ବ୍ୟସ୍ତ ହୁଅନ୍ତୁ ନାହିଁ। ସମସ୍ତ ଅତ୍ୟାବଶ୍ୟକ ସାମଗ୍ରୀ କିଣିବାର ବ୍ୟବସ୍ଥା ହୋଇଛି। ତେଣୁ ବ୍ୟସ୍ତ ନହୋଇ କୋଭିଡ୍ ନିୟମ ମାନି ସାମଗ୍ରୀ କିଣିବାକୁ ସିପି ପରାମର୍ଶ ଦେଇଛନ୍ତି।
ସେହିପରି ମେ' ୫ ତାରିଖରୁ ଓଡିଶାରେ ଲାଗୁ ହେବାକୁ ଯାଉଛି ଲକଡାଉନ୍। ଏହା ମେ' ୫ ତାରିଖଠାରୁ ଆରମ୍ଭ ହୋଇ ୧୯ ତାରିଖ ଯାଏଁ ବଳବତ୍ତର ରହିବ। ସକାଳ ୬ଟାରୁ ଦିନ ୧୨ ଟା ପର୍ଯ୍ୟନ୍ତ ପନିପରିବା, ତେଜରାତି, ଅତ୍ୟାବଶ୍ୟକ ସାମଗ୍ରୀ ସବୁ ଖୋଲା ରହିବ।
-
ବର୍ଷା ପାଇଁ ୪ ଜିଲ୍ଲାକୁ ଆଲର୍ଟ ଜାରି, ଆସନ୍ତା ୨୪ ଘଣ୍ଟାରେ... -
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ପଶ୍ଚିମ ଏସିଆ ଅସ୍ଥିରତା ମଧ୍ୟରେ ସରକାର ରାଜ୍ୟଗୁଡ଼ିକୁ ଦିଆଯାଇଛି 40,000 କିଲୋଲିଟର ଅତିରିକ୍ତ କିରୋସିନି -
ରାଷ୍ଟ୍ରପତିଙ୍କୁ ଅପମାନ: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ମୋହନ ମାଝୀଙ୍କ ଚିଠି -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
ବୋମାମାଡ଼ରେ ଥରୁଛି ମଧ୍ୟପ୍ରାଚ୍ୟ, ଇରାନର ୧୬ ଯୁଦ୍ଧ ଜାହାଜ ଧ୍ବଂସ କଲା ଆମେରିକା -
ସଞ୍ଜୁ ସାମସନ ହୋଇପାରନ୍ତି ପରବର୍ତ୍ତୀ ଟି୨୦ ଅଧିନାୟକ -
ଦିଲ୍ଲୀ ଏମ୍ସରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅସ୍ତ୍ରୋପଚାର ସଫଳ, ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ଏମ୍ସ ପକ୍ଷରୁ ସୂଚନା -
ରାଜ୍ୟର ଏହି ୪ ଜିଲ୍ଲାରେ ଖୋଲିବ ଚାଉଳ ATM, ସୂଚନା ଦେଲେ ମନ୍ତ୍ରୀ -
ଓଡ଼ିଶା ବାସୀଙ୍କ ଭାରି ପ୍ରିୟ ମାଂସ, ଗୃହରେ ସୂଚନା ଦେଲେ ମନ୍ତ୍ରୀ -
ଇରାନକୁ ଗୋଟିଏ ଘଣ୍ଟା ମଧ୍ୟରେ ଧ୍ୱଂସ କରିଦେବୁ... ଡୋନାଲ୍ଡ ଟ୍ରମ୍ପ !












Click it and Unblock the Notifications