ରାଉରକେଲାରେ ଦୁର୍ଦ୍ଦାନ୍ତ ଅପରାଧୀକୁ ପୋଲିସର ଏନ୍କାଉଣ୍ଟର
ରାଉରକେଲାରେ ଦୁର୍ଦ୍ଦାନ୍ତ ଅପରାଧୀକୁ ପୋଲିସର ଏନ୍କାଉଣ୍ଟର । ପୋଲିସ ଗୁଳିରେ ଦୁର୍ଦ୍ଦାନ୍ତ ଅପରାଧୀ ଲକୁଆ ଆହତ । ବିଶ୍ରା ଥାନା ଅକ୍ଷୟଶିଳା ଜଳପ୍ରପାତ ଅଞ୍ଚଳରେ ହୋଇଛି ଏହି ଏନ୍କାଉଣ୍ଟର । ଆହତ ଅପରାଧୀକୁ ରାଉରକେଲା ସରକାରୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।













Click it and Unblock the Notifications