ଗନ୍ଧମାର୍ଦ୍ଦନରେ ପୋଲିସ-ମାଓବାଦୀ ଗୁଳି ବିନିମୟ; ସୁରକ୍ଷାକର୍ମୀଙ୍କ ପକ୍ଷରୁ ଆରମ୍ଭ ହୋଇଥିଲା କମ୍ବିଂ ଅପରେସନ୍

ବଲାଙ୍ଗିର ଜିଲ୍ଲା ହନୁପାଲି ଗାଁ ଜଙ୍ଗଲରେ ଗୁଳିମିନିମୟ । ଗନ୍ଧମାର୍ଦ୍ଦନରେ ପୋଲିସ-ମାଓବାଦୀ ଗୁଳି ବିନିମୟ ହୋଇଛି । ପୋଲିସର ସର୍ଚ୍ଚ ଅପରେସନ୍ ଜାରି ରହିଥିବା ବଲାଙ୍ଗୀର ଏସପି ସୂଚନା ଦେଇଛନ୍ତି । ଜଙ୍ଗଲରେ ମାଓବାଦୀ ଲୁଚିଥିବା ଖବର ପାଇ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଆରମ୍ଭ ହୋଇଥିଲା କମ୍ବିଂ ଅପରେସନ୍ ।

ସୂଚନା ଅନୁସାରେ ମଙ୍ଗଳବାର ଦିନ ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ କାଙ୍କେର ଏବଂ ନାରାୟଣପୁର ଜିଲ୍ଲା ସୀମାନ୍ତରେ ଗୁଳିବିନିମୟରେ ଜଣେ ହାର୍ଡକୋର ମାଓବାଦୀ ନିହତ ହୋଇଥିଲା । ଘଟଣାସ୍ଥଳରୁ ଗୋଟିଏ SLR ବନ୍ଧୁକ ସହ ବିପୁଳ ପରିମାଣର ମାଓ ବିସ୍ପୋରକ ସାମଗ୍ରୀ ଜବତ କରିଥିଲେ ସୁରକ୍ଷାକର୍ମୀ । ଏନକାଉଣ୍ଟରରେ ଜଣେ ହାର୍ଡ କୋର ମାଓବାଦୀ ନିହତ ହୋଇଥିବା ସୂଚନା ଦେଇଥିଲେ କାଙ୍କେର SP । ନାରାୟଣପୁର ଏବଂ କାଙ୍କେର ଜିଲ୍ଲାର BSF ଓ DRG ଜବାନଙ୍କ ମିଳିତ ଅପରେସନରେ ଏହି ସଫଳତା ମିଳିଥିଲା ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+