ପୋଲିସ-ମାଓବାଦୀ ମୁହାଁମୁହିଁ, ଟଳିଲେ ୨ମାଓବାଦୀ
କନ୍ଧମାଳ ଜିଲା ରାଇକିଆ ଥାନା କରଡ଼ା ପଞ୍ଚାୟତର ନିଟିବାଡି ଜଙ୍ଗଲରେ ପୋଲିସ ଏବଂ ମାଓବାଦୀ ମୁହାଁମୁହିଁ ହୋଇଛନ୍ତି । ଉଭୟ ପକ୍ଷରୁ ଗୁଳି ବିନିମୟ ହୋଇଥିବା ବେଳେ ଏଥିରେ ଦୁଇ ମାଓବାଦୀଙ୍କର ମୃତ୍ୟୁ ହୋଇଥିବା ବେଳେ ଏକାଧିକ ଗୁରୁତର ହୋଇଥିବା ସୂଚନା ମିଳିଛି ।

ଖବର ଲେଖିବା ସୁଦ୍ଧା ଉକ୍ତ ଅଞ୍ଚଳରେ ଗୁଳି ବିନିମୟ ଜାରି ରହିଛି । ମାର୍ଚ୍ଚ ୩୧ସୁଦ୍ଧା ମାଓବାଦୀଙ୍କ ମୂଳୋତ୍ପାଟନ ପାଇଁ ଯେଉଁ ପ୍ରକ୍ରିୟା ଚାଲିଛି, ସେଥିରେ କନ୍ଧମାଳ ଜିଲାରେ କିଛି ମାଓବାଦୀ ଆତ୍ମଗୋପନ କରିଛନ୍ତି । ଏହାକୁ ନେଇ କିଛି ଦିନ ହେଲା କମ୍ବିଂକୁ ଜୋରଦାର କରାଯାଇଛି । ଗତ ସପ୍ତାହରେ ରାଇକିଆ ଥାନା ଇନ୍ଦ୍ରଗଡ ପଞ୍ଚାୟତ ରେ ମଧ୍ୟ ପୋଲିସ ମାଓବାଦୀ ମୁହମୁହିଁ ହେବା ସହ ଗୁଳିବିନମୟ ହୋଇଥିଲା । ଏଥିରେ ମାଓବାଦୀ ଛତ୍ରଭଙ୍ଗ ଦେଇଥିଲେ ।
More From
-
ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ… -
ଉପ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା;କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା -
ରବିବାର ମହାମୁକାବିଲା; ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନରେ ହେବ ବଡ଼ ପରିବର୍ତ୍ତନ! -
ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଆନ୍ନା ହଜାରେ, ଜାଣନ୍ତୁ କେଉଁ କାରଣ ପାଇଁ ଲେଖିଲେ ପତ୍ର? -
ମମତା ବାନାର୍ଜୀଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ରାଷ୍ଟ୍ରପତି, କହିଲେ..... -
ରାଷ୍ଟ୍ରପତିଙ୍କୁ TMC ସରକାର ଅପମାନ କରିବା ଲଜ୍ଜାଜନକ ;ମୋଦି -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ଓଜନ ହ୍ରାସ ପାଇଁ କେଉଁ ପନିପରିବା ଖାଇବା ଉଚିତ ? -
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ନବୋଦୟ ବିଦ୍ୟାଳୟର ୩ ଦଶମ ଛାତ୍ର ପାଣିରେ ବୁଡି ମୃତ -
ପଡୋଶୀ ଦେଶଗୁଡିକୁ କ୍ଷମା ମାଗିଲେ ଇରାନ ରାଷ୍ଟ୍ରପତି, ଜାଣନ୍ତୁ ଯୁଦ୍ଧ ଭିତରେ ଏମିତି କାହିଁକି କଲା ..... -
ଇରାନର ଯୁଦ୍ଧ ଜାହାଜକୁ ଆଶ୍ରୟ ଦେଲା ଭାରତ












Click it and Unblock the Notifications