ଚାଲାଣ ପାଇଁ ଥିବା ୫୫ ଦାଦନ ଶ୍ରମିକ ଉଦ୍ଧାର, ଉଦ୍ଧାର କଲା ପୋଲିସ

କଣ୍ଟାବାଞ୍ଜି ପୋଲିସ ଦ୍ବାରା ୫୫ ଜଣ ଦାଦନ ଶ୍ରମିକ ଉଦ୍ଧାର । ରାଜ୍ୟ ବାହାରକୁ ଚାଲାଣ ହେବା ପୂର୍ବରୁ ଜଣେ ଦାଦନ ସର୍ଦ୍ଦାରଙ୍କ ଘରୁ ପୋଲିସ ଶ୍ରମିକ ମାନଙ୍କୁ ଉଦ୍ଧାର କରିଛି । ସର୍ଦ୍ଦାର ଜଣକ ଆଗୁଆ ବଇନା ଟଙ୍କା ଦେଇ ଶ୍ରମିକ ମାନଙ୍କୁ ନିଜ ଘରେ ରଖିଥିଲା । ପୁଲିସ କୌଣସି ପ୍ରକାରେ ଖବର ପାଇ ଗତକାଲି ବିଳମ୍ବିତ ରାତିରେ ଚଢ଼ାଉ କରି ଏହି ଦାଦନ ଶ୍ରମିକ ମାନଙ୍କୁ ଉଦ୍ଧାର କରିଛି। ଶ୍ରମିକ ମାନେ ନୂଆପଡା ଓ ବଲାଙ୍ଗୀର ଜିଲ୍ଲାର ତୁରେକେଲା ଅଞ୍ଚଳର ବୋଲି ଜଣାପଡିଛି । ଉଦ୍ଧାର ଶ୍ରମିକ ମାନଙ୍କ ମଧ୍ୟରେ ୨୫ ଜଣ ପୁରୁଷ ଶ୍ରମିକ, ୧୬ ଜଣ ମହିଳା ଓ ୧୪ ଜଣ ଛୋଟ ପିଲା ଥିବା ଜଣାପଡିଛି ।

Police rescue
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+