ଘୋଷଣା ହେଲା ପୋଲିସ ସେବା ପଦକ, ସାହସିକତା ପାଇଁ ଓଡ଼ିଶାରୁ ୪ ଜଣ ପାଇବେ ପଦକ
ଘୋଷଣା ହେଲା ପୋଲିସ ସେବା ପଦକ । ସାହସିକତା ପାଇଁ ଓଡ଼ିଶାରୁ ୪ ଜଣ ପାଇବେ ପଦକ। DSP ଅତୁଲ କ୍ରିଷ୍ଣା ଦାସ, ASI ପୂର୍ଣ୍ଣଚନ୍ଦ୍ର ପ୍ରଧାନ ପାଇବେ ସାହସିକତା ପଦକ । ୨ କନଷ୍ଟେବଲ ଘନଶ୍ୟାମ ସାହୁ ଓ ଥବିର ମାଝୀ ପାଇବେ ସାହସିକତା ପଦକ । ବିଶିଷ୍ଟ ସେବା ପାଇଁ ଓଡ଼ିଶାରୁ ୨ ଜଣଙ୍କୁ ମିଳିବ ପଦକ । ADG ପ୍ରତୀକ ମହାନ୍ତି, DCP ପ୍ରଫୁଲ୍ଲ ସିଂଙ୍କୁ ମିଳିବ ବିଶିଷ୍ଟ ସେବା ପଦକ । ଉଲ୍ଲେଖନୀୟ ସେବା ପାଇଁ ୧୧ ଜଣଙ୍କୁ ମିଳିବ ପଦକ। IG ସାର୍ଥକ ଷଡ଼ଙ୍ଗୀ, କମାଣ୍ଡାଣ୍ଟ ଶ୍ରୀପ୍ରସାଦ ତମାଙ୍ଗ, ASP ଶୁଭନାରାୟଣ ମୁଦୁଲି। DSP ପ୍ରଦୀପ କୁମାର, ପ୍ରଣିତା କୁମାରୀ ରାୟ, କମାଣ୍ଡାଣ୍ଟ ଅଶୋକ ମହାନ୍ତି ।

More From
-
IPL 2026 : କିଙ୍ଗସ୍ ବନାମ କିଙ୍ଗସ୍ : ପ୍ରଥମ ବିଜୟ ଲକ୍ଷ୍ୟରେ ଚେନ୍ନାଇ, ପଞ୍ଜାବ ପାଇଁ ଚିନ୍ତା ବ୍ୟାଟରଙ୍କ ଫର୍ମ୍ -
APSEZ ର ବଡ଼ ସଫଳତା: 500 ମିଲିୟନ୍ ଟନ୍ କାର୍ଗୋ ହ୍ୟାଣ୍ଡଲିଂ ସୀମା ଅତିକ୍ରମ -
ବଡ ନିଷ୍ପତ୍ତି: ଜୁନ୍ ପର୍ଯ୍ୟନ୍ତ ଏସବୁ ଉତ୍ପାଦ ଉପରେ କଷ୍ଟମ୍ ଶୁଳ୍କ ଛାଡ଼ -
IPL-2026 : କୋଲକାତାକୁ ଭେଟିବ ହାଇଦ୍ରାବାଦ୍ : ପ୍ରଥମ ବିଜୟ ଲକ୍ଷ୍ୟରେ ଉଭୟ ଟିମ୍ -
Adani Green Energy ର ବଡ଼ ସଫଳତା: FY26ରେ 5GW କ୍ଷମତା ସହ ବିଶ୍ୱରେ ନୂଆ ରେକର୍ଡ -
ଭୁବନେଶ୍ୱରରେ VFS ଗ୍ଲୋବାଲ ଭିସା ଆବେଦନ କେନ୍ଦ୍ର ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ






Click it and Unblock the Notifications