ପୋଲିସ SI ନିଯୁକ୍ତି ଘୋଟାଲା ଲିଙ୍କ୍; ‘ବଣିକ’ର ୩ ଅଧିକାରୀଙ୍କୁ ନୋଟିସ୍
ପୋଲିସ ଏସ ଆଇ ଚାକିରି ଦୁର୍ନିତି ମାମଲା । ବଣିକ କୋଚିଂ ସେଣ୍ଟର ସହ ଲିଙ୍କ୍ ଥିହା ସନ୍ଦେହରେ ଗତକାଲି ଉକ୍ତ କୋଚିଂ ସେଣ୍ଟରରେ କ୍ରାଇମବ୍ରାଞ୍ଚ ରେଡ କରିଥିଲା । ରେଡ ପରେ 'ବଣିକ'ର ୩ ଅଧିକାରୀଙ୍କୁ ନୋଟିସ୍ ଜାରି ହୋଇଛି । HR ମ୍ୟାନେଜର୍, ଆଡମିନ୍ ମ୍ୟାନେଜର ଓ ଆକାଉଣ୍ଟ ହେଡ୍ଙ୍କୁ ନୋଟିସ୍ ହୋଇଛି । କ୍ରାଇମବ୍ରାଞ୍ଚ ନୋଟିସ୍ ଆଧାରରେ ଆଜି କଟକ କାର୍ଯ୍ୟାଳୟରେ ୧୧ଟାରେ ହେବେ ହାଜର ।
ଗତକାଲି କ୍ରାଇମବ୍ରାଞ୍ଚର ଏକ ଟିମ୍ ରେଡ କରିଥିଲା ବଣିକ କୋଚିଂ ସେଣ୍ଟରରେ । ୧୧୪ଜଣ ଗିରଫ ଛାତ୍ରଙ୍କ ମଧ୍ୟରୁ ୧୨ଜଣ ଛାତ୍ର ବିଣିକ ସହ କନେକ୍ସନ ଥିବା ତଥ୍ୟ ଦେଇଥିଲେ ପୋଲିସକୁ । ସେମାନଙ୍କ ମଧ୍ୟରୁ ୬ଜଣ ବଣିକ କୋଚିଂ ଅନୁଷ୍ଠାନର କୋଚିଂ ନେଉଥିବା ରେଡ ବେଳେ ଜାଣିବାକୁ ପାଇଛି କ୍ରାଇମବ୍ରାଞ୍ଚ୍ । ସେହି ଆଧାରରେ ଯାଂଚ ପାଇଁ ତିନିଜଣ ବଣିକର କର୍ମଚାରୀଙ୍କୁ ନୋଟିସ ଆଧାରରେ ହାଜର ହୋଇ ପକ୍ଷ ରଖିବେ ।

ପ୍ରକାଶଯୋଗ୍ୟ, ପୋଲିସ ଏସଆଇ ଚାକିରି ପଛରେ ସିଣ୍ଡିକେଟ୍ ଥିବା ଜଣାପଡିଛି । ଅରିଜିନାଲ ସାର୍ଟିଫିକେଟ ନେଇ ଚାଲୁଥିଲା ଡିଲ୍ । ବ୍ଳାଙ୍କ ଚେକ୍ ରେ ହେଉଥିଲା ଟଙ୍କା କାରବାର । ବିଭିନ୍ନ କୋଚିଂ ସେଣ୍ଟରେ କୋଚିଂ ଦେଉଥିବା ଶିକ୍ଷକଙ୍କ ଜରିଆରେ ଚାଲୁଥିଲା ସିଣ୍ଡିକେଟ୍ ।
-
ଷଷ୍ଠରୁ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ ପଢିବେ ଆର୍ଥିକ ସାକ୍ଷରତା ପାଠ -
ପଛକୁ ହଟିଲେ ଟ୍ରମ୍ପ: ୨ ସପ୍ତାହ ପାଇଁ ଯୁଦ୍ଧ ବିରାମ କରିବାକୁ ରାଜି ହେଲେ ଆମେରିକା-ଇରାନ -
ଆଜିଠୁ ମା' ତାରିଣୀଙ୍କ ଚଇତି ପର୍ବ, ସୁନାବେଶରେ ଦର୍ଶନ ଦେଉଛନ୍ତି ମାଆ -
ଓଡ଼ିଆ ପକ୍ଷ : ଶିଶୁକଥା ଦିବସରେ ୧୮,୦୦୦ ବର୍ଣ୍ଣବୋଧ ଓ ଶିଶୁଲେଖା ପୁସ୍ତକ ବଣ୍ଟନ -
ଜୁନିଅର ରେଭେନ୍ୟୁ ଆସିଷ୍ଟାଣ୍ଟ୍ ପଦବୀରେ ହେବ ନିଯୁକ୍ତି, ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ରାଜସ୍ୱ ସଚିବ -
ଘୋଷିତ ବିଦ୍ୟୁତ କାଟ୍ ନେଇ ମୁଖ୍ୟମନ୍ତ୍ରୀଙ୍କ ଚରମବାଣୀ, ଲାଇନ୍ କାଟିଲେ ଯାଇପାରନ୍ତି ଜେଲ୍ -
ପାକିସ୍ତାନ ବିଶ୍ୱାସଯୋଗ୍ୟ ନୁହେଁ : ଯୁଦ୍ଧ ଭିତରେ ଇସ୍ରାଏଲ ଓ ଇରାନ ମୁହଁରେ ଭାରତର ପ୍ରଶଂସା ! -
ପେଟ୍ରୋଲ ପମ୍ପରେ ମିଳିବ ୫ କେଜି ଗ୍ୟାସ୍ ସିଲିଣ୍ଡର୍ -
Karan Adani ଙ୍କ ବଡ଼ ଘୋଷଣା; ଓଡ଼ିଶାରେ ₹33,000 କୋଟିର ମେଗା ନିବେଶ, ଅନେକ ନୂତନ ଶିଳ୍ପ ପ୍ରକଳ୍ପର ଶୁଭାରମ୍ଭ -
ଆଉ ସମ୍ଭାବନାର ରାଜ୍ୟ ନୁହେଁ , ଓଡିଶା ଏବେ ସମୃଦ୍ଧିର ସ୍ପର୍ଶ ଅନୁଭବ କରୁଛି- ମୁଖ୍ୟମନ୍ତ୍ରୀ -
ବୟନ ଓ ପୋଷାକ ଶିଳ୍ପ ହବ୍ରେ ପରିଣତ ହେବ ଓଡ଼ିଶା : ମୁଖ୍ୟମନ୍ତ୍ରୀ -
IPL 2026 : ଯଶସ୍ୱୀ-ବୈଭବ ଝଡ଼ରେ ଧରାଶାୟୀ ମୁମ୍ବାଇ, ୨୭ ରନ୍ରେ ହରାଇଲା ରାଜସ୍ଥାନ ରୟାଲ୍ସ






Click it and Unblock the Notifications