ଭୁବନେଶ୍ୱରରେ ପହଞ୍ଚିଲା ପୁଲିସ SI ସ୍କାମ୍ର ମାଷ୍ଟରମାଇଣ୍ଡ ଶଙ୍କର ପୃଷ୍ଟି
ଭୁବନେଶ୍ୱରରେ ପହଞ୍ଚିଲା ପୁଲିସ SI ସ୍କାମ୍ର ମାଷ୍ଟରମାଇଣ୍ଡ ଶଙ୍କର ପୃଷ୍ଟି। ବିମାନରେ ନୂଆଦିଲ୍ଲୀରୁ ଭୁବନେଶ୍ୱର ଆଣିଲା କ୍ରାଇମ୍ବ୍ରାଞ୍ଚ । ଏୟାରପୋର୍ଟରୁ ସିଧା କ୍ରାଇମ୍ବ୍ରାଞ୍ଚ ଅଫିସ୍ ଗଲା ଶଙ୍କର ପୃଷ୍ଟି । ନେପାଳ ସୀମା ଉତ୍ତରାଖଣ୍ଡ ଅଞ୍ଚଳରୁ ଗିରଫ କରିଥିଲା କ୍ରାଇମବ୍ରାଞ୍ଚ।
ପୁଲିସ SI ସ୍କାମ୍ ଜଣାପଡ଼ିବା ପରେ ଆତ୍ମଗୋପନ କରିଥିଲା ଶଙ୍କର ପୃଷ୍ଟି।
ଦୁବାଇ ଯିବାକୁ ଯୋଜନା କରିବା ବେଳେ କ୍ରାଇମବ୍ରାଞ୍ଚ ଦ୍ୱାରା ଗିରଫ। ପଞ୍ଚସଫ୍ଟ ଟେକ୍ନୋଲୋଜିର ମାଲିକ ଗଞ୍ଜାମ ଜିଲ୍ଲାର ଶଙ୍କର ପୃଷ୍ଟି ।













Click it and Unblock the Notifications