ବାୟୁସେନାର ସ୍ବତନ୍ତ୍ର ହେଲିକପ୍ଟରରେ ଗଲେ ପୋଲିଂ ପାର୍ଟି
ମଙ୍ଗଳବାର ନୂଆପଡ଼ା ଉପନିର୍ବାଚନ ପାଇଁ ପଡ଼ିବ ଭୋଟ୍ । ସୁନାବେଡ଼ା ଅଭୟାରଣ୍ୟ ଭିତରେ ଥିବା ମାଓପ୍ରବଣ ୮ଟି ବୁଥ୍ ଉପରେ କଡ଼ା ନଜର ରଖାଯାଇଛି । ଏହିସବୁ ବୁଥ୍କୁ ପୋଲିଂ ପାର୍ଟିଙ୍କୁ ନେବାକୁ ବାୟୁସେନାର ସ୍ବତନ୍ତ୍ର ହେଲିକପ୍ଟରର ବ୍ୟବସ୍ଥା କରାଯାଇଛି । ଏହି ମାଓପ୍ରବଣ ବୁଥ୍ ଅଭିମୁଖେ ହେଲିକାପ୍ଟରରେ ବାହାରିଛନ୍ତି ପୋଲିଂ ପାର୍ଟି ।













Click it and Unblock the Notifications